Biblia Todo Logo
Bib sou entènèt

- Piblisite -




ଯୋହନ 18:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଇତିମଧ୍ୟରେ ମହାଯାଜକ ଯୀଶୁଙ୍କୁ ତାହାଙ୍କ ଶିଷ୍ୟମାନଙ୍କ ବିଷୟରେ ଓ ତାହାଙ୍କ ଶିକ୍ଷା ସମ୍ବନ୍ଧରେ ପଚାରିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଇତିମଧ୍ୟରେ ମହାଯାଜକ ଯୀଶୁଙ୍କୁ ତାହାଙ୍କ ଶିଷ୍ୟମାନଙ୍କ ବିଷୟରେ ଓ ତାହାଙ୍କ ଶିକ୍ଷା ସମ୍ଵନ୍ଧରେ ପଚାରିଲେ।

Gade chapit la Kopi

ଓଡିଆ ବାଇବେଲ

19 ଇତିମଧ୍ୟରେ ମହାଯାଜକ ଯୀଶୁଙ୍କୁ ତାହାଙ୍କ ଶିଷ୍ୟମାନଙ୍କ ବିଷୟରେ ଓ ତାହାଙ୍କ ଶିକ୍ଷା ସମ୍ବନ୍ଧରେ ପଚାରିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ମହାଯାଜକ ଯୀଶୁଙ୍କୁ ତାଙ୍କ ଶିକ୍ଷା ଓ ଶିଷ୍ୟମାନଙ୍କ ସମ୍ପର୍କରେ ପ୍ରଶ୍ନ କଲେ।

Gade chapit la Kopi

ପବିତ୍ର ବାଇବଲ

19 ମହାଯାଜକ ଯୀଶୁଙ୍କୁ ତାହାଙ୍କ ଶିଷ୍ୟମାନଙ୍କ ବିଷୟରେ ପ୍ରଶ୍ନ ପଗ୍ଭରିଲେ। ସେ ଯୀଶୁଙ୍କୁ ତାହାଙ୍କ ଶିକ୍ଷା ବିଷୟରେ ପ୍ରଶ୍ନ କଲେ।

Gade chapit la Kopi




ଯୋହନ 18:19
7 Referans Kwoze  

ସେଥିରେ ସେମାନେ ଯୀଶୁଙ୍କୁ ରାଜ୍ୟପାଳଙ୍କ ହାତରେ ଓ ଶାସନକର୍ତ୍ତାଙ୍କ ଶାସନର ଅଧୀନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ଯୀଶୁଙ୍କ କଥାର ଭୁଲ୍ ଧରିବା ଉଦ୍ଦେଶ୍ୟରେ ଯେଉଁମାନେ କପଟରେ ନିଜ ନିଜକୁ ଧାର୍ମିକ ବୋଲି ଦେଖାଉଥିବା ଚୋରମାନଙ୍କୁ ପଠାଇଲେ।


ପରେ ଯେଉଁମାନେ ଯୀଶୁଙ୍କୁ ଧରିଥିଲେ, ସେମାନେ ତାହାଙ୍କୁ କୟାଫା ମହାଯାଜକଙ୍କ ନିକଟକୁ ନେଇଗଲେ; ସେହି ସ୍ଥାନରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଏକତ୍ର ହୋଇଥିଲେ।


ପରେ ସେମାନେ ଯୀଶୁଙ୍କୁ ମହାଯାଜକଙ୍କ ନିକଟକୁ ଘେନିଗଲେ, ପୁଣି, ପ୍ରଧାନ ଯାଜକ, ପ୍ରାଚୀନ ଓ ଶାସ୍ତ୍ରୀମାନେ ସମସ୍ତେ ଆସି ଏକତ୍ର ହେଲେ।


Swiv nou:

Piblisite


Piblisite