Biblia Todo Logo
Bib sou entènèt

- Piblisite -




ଯୋହନ 18:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମୋତେ କାହିଁକି ପଚାରୁଅଛନ୍ତି? ମୁଁ ସେମାନଙ୍କୁ କଅଣ କହିଅଛି, ଯେଉଁମାନେ ଶୁଣିଅଛନ୍ତି, ସେମାନଙ୍କୁ ପଚାରନ୍ତୁ; ଦେଖନ୍ତୁ, ମୁଁ ଯାହା ଯାହା କହିଅଛି, ସେମାନେ ସେହିସବୁ ଜାଣନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ମୋତେ କାହିଁକି ପଚାରୁ ଅଛନ୍ତି? ମୁଁ ସେମାନଙ୍କୁ କଅଣ କହିଅଛି, ଯେଉଁମାନେ ଶୁଣିଅଛନ୍ତି, ସେମାନଙ୍କୁ ପଚାରନ୍ତୁ; ଦେଖନ୍ତୁ, ମୁଁ ଯାହା ଯାହା କହିଅଛି, ସେମାନେ ସେହିସବୁ ଜାଣନ୍ତି।

Gade chapit la Kopi

ଓଡିଆ ବାଇବେଲ

21 ମୋତେ କାହିଁକି ପଚାରୁଅଛନ୍ତି ? ମୁଁ ସେମାନଙ୍କୁ କ'ଣ କହିଅଛି, ଯେଉଁମାନେ ଶୁଣିଅଛନ୍ତି, ସେମାନଙ୍କୁ ପଚାରନ୍ତୁ; ଦେଖନ୍ତୁ, ମୁଁ ଯାହା ଯାହା କହିଅଛି, ସେମାନେ ସେହି ସବୁ ଜାଣନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ମୋତେ କାହିଁକି ପଚାରୁଛ? ଯେଉଁମାନେ ମୋ’ ଶିକ୍ଷା ଶୁଣିଛନ୍ତି; ସେମାନଙ୍କୁ ପଚାର, ମୁଁ କ’ଣ କହିଛି, ସେମାନଙ୍କଠାରୁ ବୁଝିନିଅ, ସେମାନେ ଜାଣନ୍ତି।”

Gade chapit la Kopi

ପବିତ୍ର ବାଇବଲ

21 ତୁମ୍ଭେ ମୋତେ କାହିଁକି ପ୍ରଶ୍ନ ପଗ୍ଭରୁଛ? ମୋର ଶିକ୍ଷା ଶୁଣିଥିବା ଲୋକଙ୍କୁ ପଗ୍ଭର, ମୁଁ କ'ଣ କହିଥିଲି, ସେମାନେ ଜାଣନ୍ତି।”

Gade chapit la Kopi




ଯୋହନ 18:21
7 Referans Kwoze  

କିନ୍ତୁ ସେ ସେମାନଙ୍କୁ କହିଲେ, “ମୁଁ ଯଦି ଆପଣମାନଙ୍କୁ କହେ, ଆପଣମାନେ ତ ବିଶ୍ୱାସ କରିବେ ନାହିଁ;


ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ଜଗତ ନିକଟରେ ପ୍ରକାଶରେ କଥା କହିଅଛି; ଯେଉଁଠାରେ ସମସ୍ତ ଯିହୁଦୀ ଏକତ୍ର ହୁଅନ୍ତି, ଏପରି ସମାଜଗୃହ ଓ ମନ୍ଦିରରେ ମୁଁ ସର୍ବଦା ଶିକ୍ଷା ଦେଇଅଛି; ମୁଁ ଗୋପନରେ କିଛି କହି ନାହିଁ।


ସେ ଏହା କହିବାରୁ ପଦାତିକମାନଙ୍କ ମଧ୍ୟରୁ ପାଖରେ ଠିଆ ହୋଇଥିବା ଜଣେ ଯୀଶୁଙ୍କୁ ଚାପୁଡ଼ା ମାରି କହିଲା, ତୁ ମହାଯାଜକଙ୍କୁ ଏପରି ଉତ୍ତର ଦେଉଅଛୁ?


Swiv nou:

Piblisite


Piblisite