ଯୋହନ 18:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେ ଏହା କହିବାରୁ ପଦାତିକମାନଙ୍କ ମଧ୍ୟରୁ ପାଖରେ ଠିଆ ହୋଇଥିବା ଜଣେ ଯୀଶୁଙ୍କୁ ଚାପୁଡ଼ା ମାରି କହିଲା, ତୁ ମହାଯାଜକଙ୍କୁ ଏପରି ଉତ୍ତର ଦେଉଅଛୁ? Gade chapit laପବିତ୍ର ବାଇବଲ (Re-edited) - (BSI)22 ସେ ଏହା କହିବାରୁ ପଦାତିକମାନଙ୍କ ମଧ୍ୟରୁ ପାଖରେ ଠିଆ ହୋଇଥିବା ଜଣେ ଯୀଶୁଙ୍କୁ ଚାପୁଡ଼ା ମାରି କହିଲା, ତୁ ମହାଯାଜକଙ୍କୁ ଏପରି ଉତ୍ତର ଦେଉଅଛୁ? Gade chapit laଓଡିଆ ବାଇବେଲ22 ସେ ଏହା କହିବାରୁ ପଦାତିକମାନଙ୍କ ମଧ୍ୟରୁ ପାଖରେ ଠିଆ ହୋଇଥିବା ଜଣେ ଯୀଶୁଙ୍କୁ ଚାପୁଡ଼ା ମାରି କହିଲା, ତୁ ମହାଯାଜକଙ୍କୁ ଏପରି ଉତ୍ତର ଦେଉଅଛୁ ? Gade chapit laପବିତ୍ର ବାଇବଲ (CL) NT (BSI)22 ଯୀଶୁ ଏ କଥା କହିବାବେଳେ ଜଣେ ପ୍ରହରୀ ତାଙ୍କୁ ଚାପୁଡ଼ା ମାରି କହିଲା: “ତୋର ଏଡ଼େ ସାହସ! ପ୍ରଧାନ ଯାଜକଙ୍କୁ ଏମିତି କହୁଛୁ?” Gade chapit laପବିତ୍ର ବାଇବଲ22 ଯୀଶୁ ଏହି କଥା କହିବା ବେଳେ ଯୀଶୁଙ୍କ ପାଖରେ ଠିଆ ହୋଇଥିବା ଜଣେ ପ୍ରହରୀ ତାହାଙ୍କୁ ପ୍ରହାର କଲା। ସେ କହିଲା, “ତୁମ୍ଭେ ମହାଯାଜକଙ୍କୁ ସେହିପରି ଉତ୍ତର ଦେବା ଉଚିତ୍ ନୁହେଁ।” Gade chapit la |