Biblia Todo Logo
Bib sou entènèt

- Piblisite -




ଯୋହନ 18:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ସେଥିରେ ହାନାନ ତାହାଙ୍କୁ ବନ୍ଧା ହୋଇଥିବା ଅବସ୍ଥାରେ ମହାଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ସେଥିରେ ହାନାନ ତାହାଙ୍କୁ ବନ୍ଧା ହୋଇଥିବା ଅବସ୍ଥାରେ ମହାଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ।

Gade chapit la Kopi

ଓଡିଆ ବାଇବେଲ

24 ସେଥିରେ ହାନାନ ତାହାଙ୍କୁ ବନ୍ଧା ହୋଇଥିବା ଅବସ୍ଥାରେ ମହାଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ଏହା ପରେ ହାନାନ୍ ଯୀଶୁଙ୍କୁ ସେହିପରି ବନ୍ଧା ହୋଇଥିବା ଅବସ୍ଥାରେ ପ୍ରଧାନ ଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ।

Gade chapit la Kopi

ପବିତ୍ର ବାଇବଲ

24 ତେଣୁ ହାନାନ ଯୀଶୁଙ୍କୁ ବନ୍ଧା ହୋଇଥିବା ଅବସ୍ଥାରେ ମହାଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ।

Gade chapit la Kopi




ଯୋହନ 18:24
4 Referans Kwoze  

ଓ ତାହାଙ୍କୁ ବାନ୍ଧି ପ୍ରଥମେ ହାନାନଙ୍କ ନିକଟକୁ ଘେନିଗଲେ, କାରଣ ସେ ସେହି ବର୍ଷର ମହାଯାଜକ କୟାଫାଙ୍କର ଶ୍ୱଶୁର ଥିଲେ।


ପରେ ଯେଉଁମାନେ ଯୀଶୁଙ୍କୁ ଧରିଥିଲେ, ସେମାନେ ତାହାଙ୍କୁ କୟାଫା ମହାଯାଜକଙ୍କ ନିକଟକୁ ନେଇଗଲେ; ସେହି ସ୍ଥାନରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଏକତ୍ର ହୋଇଥିଲେ।


ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଈଶ୍ବରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା।


ଶିମୋନ ପିତର ଓ ଆଉ ଜଣେ ଶିଷ୍ୟ ଯୀଶୁଙ୍କ ପଛେ ପଛେ ଯାଉଥିଲେ। ସେହି ଶିଷ୍ୟ ମହାଯାଜକଙ୍କର ପରିଚିତ ଥିଲେ ଓ ଯୀଶୁଙ୍କ ସହିତ ମହାଯାଜକଙ୍କ ପ୍ରାଙ୍ଗଣରେ ପ୍ରବେଶ କଲେ;


Swiv nou:

Piblisite


Piblisite