Biblia Todo Logo
Bib sou entènèt

- Piblisite -




ଯୋହନ 18:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଇତିମଧ୍ୟରେ ଶିମୋନ ପିତର ଠିଆ ହୋଇ ନିଆଁ ପୋଉଁଥିଲେ। ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ ମଧ୍ୟ କଅଣ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ ଅସ୍ୱୀକାର କରି କହିଲେ, ମୁଁ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଇତିମଧ୍ୟରେ ଶିମୋନ ପିତର ଠିଆ ହୋଇ ନିଆଁ ପୋଉଁଥିଲେ। ସେଥିରେ ସେମାନେ ତାଙ୍କୁ ପଚାରିଲେ, ତୁମ୍ଭେ ମଧ୍ୟ କଅଣ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ ଅସ୍ଵୀକାର କରି କହିଲେ, ମୁଁ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

25 ଇତିମଧ୍ୟରେ ଶିମୋନ ପିତର ଠିଆ ହୋଇ ନିଆଁ ପୋଉଁଥିଲେ । ସେଥିରେ ସେମାନେ ତାଙ୍କୁ ପଚାରିଲେ, ତୁମ୍ଭେ ମଧ୍ୟ କ'ଣ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ ? ସେ ଅସ୍ୱୀକାର କରି କହିଲେ, ମୁଁ ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ପିତର ନିଆଁ ପାଖରେ ଛିଡ଼ା ହୋଇଥିବାବେଳେ ସେଠାରେ ଜମା ହୋଇଥିବା ଲୋକମାନେ ତାଙ୍କୁ ପଚାରିଲେ, “ତୁମେ କଅଣ ତାଙ୍କର ଜଣେ ଶିଷ୍ୟ ନୁହଁ?” ପିତର ଅସ୍ୱୀକାର କରି କହିଲେ, “ନା, କଦାପି ନୁହେଁ।”

Gade chapit la Kopi

ପବିତ୍ର ବାଇବଲ

25 ଶିମୋନ ପିତର ନିଆଁ ପାଖେ ଠିଆ ହୋଇ ସେକି ହେଉଥିଲେ। ଅନ୍ୟ ଲୋକମାନେ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ କ'ଣ ଏହି ଲୋକର ଶିଷ୍ୟମାନଙ୍କ ଭିତରୁ ଜଣେ? କିନ୍ତୁ ପିତର ମନା କଲେ।” ସେ କହିଲେ, “ନା, ମୁଁ ନୁହେଁ।”

Gade chapit la Kopi




ଯୋହନ 18:25
13 Referans Kwoze  

ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।


ତହିଁରେ ସାରା ଅସ୍ୱୀକାର କରି କହିଲେ, “ମୁଁ ହସି ନାହିଁ,” ଯେହେତୁ ସେ ଭୟ କଲେ। ମାତ୍ର ସଦାପ୍ରଭୁ କହିଲେ, “ତୁମ୍ଭେ ଅବଶ୍ୟ ହସିଲ।”


ଜଣେ ଦାସୀ ତାହାଙ୍କୁ ନିଆଁ ପାଖରେ ବସିଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ଏ ଲୋକଟା ମଧ୍ୟ ତାହା ସାଙ୍ଗରେ ଥିଲା।


ଇତିମଧ୍ୟରେ ପିତର ବାହାରେ ପ୍ରାଙ୍ଗଣରେ ବସିଥିଲେ, ଆଉ ଜଣେ ଦାସୀ ତାହାଙ୍କ ପାଖକୁ ଆସି କହିଲା, ତୁମ୍ଭେ ମଧ୍ୟ ଗାଲିଲୀୟ ଯୀଶୁଙ୍କ ସାଙ୍ଗରେ ଥିଲ।


ଇତିମଧ୍ୟରେ ପିତର ତଳେ ପ୍ରାଙ୍ଗଣରେ ଥିବା ସମୟରେ ମହାଯାଜକଙ୍କର ଦାସୀ ଆସି ପିତରଙ୍କୁ ନିଆଁ ସେକି ହେଉଥିବାର ଦେଖିଲା,


ଆଉ ସେମାନେ ପ୍ରାଙ୍ଗଣ ମଧ୍ୟସ୍ଥଳରେ ନିଆଁ ଜାଳି ଏକାଠି ବସନ୍ତେ ପିତର ସେମାନଙ୍କ ମଧ୍ୟରେ ବସି ରହିଲେ।


କିନ୍ତୁ ସେ ଅସ୍ୱୀକାର କରି କହିଲେ, ହେ ନାରୀ, ମୁଁ ତାହାକୁ ଜାଣେ ନାହିଁ।


Swiv nou:

Piblisite


Piblisite