Biblia Todo Logo
Bib sou entènèt

- Piblisite -




ଯୋହନ 18:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ମହାଯାଜକଙ୍କ ଦାସମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍‍ ପିତର ଯାହାର କାନ କାଟିପକାଇଥିଲେ, ତାହାର ଜଣେ ଆତ୍ମୀୟ କହିଲା, ମୁଁ କଅଣ ତୋତେ ତାହାଙ୍କ ସାଙ୍ଗରେ ବଗିଚାରେ ଦେଖି ନ ଥିଲି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ମହାଯାଜକଙ୍କ ଦାସମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍ ପିତର ଯାହାର କାନ କାଟିପକାଇଥିଲେ, ତାହାର ଜଣେ ଆତ୍ମୀୟ କହିଲା, ମୁଁ କଅଣ ତୋତେ ତାହାଙ୍କ ସାଙ୍ଗରେ ବଗିଚାରେ ଦେଖି ନ ଥିଲି?

Gade chapit la Kopi

ଓଡିଆ ବାଇବେଲ

26 ମହାଯାଜକଙ୍କ ଦାସମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍‍ ପିତର ଯାହାର କାନ କାଟିପକାଇଥିଲେ, ତାହାର ଜଣେ ଆତ୍ମୀୟ କହିଲା, ମୁଁ କ'ଣ ତୋତେ ତାହାଙ୍କ ସାଙ୍ଗରେ ବଗିଚାରେ ଦେଖି ନ ଥିଲି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ପିତର ମହାଯାଜକଙ୍କ ଯେଉଁ ଦାସର କାନ କାଟି ଦେଇଥିଲେ, ତା’ର ଜଣେ ଆତ୍ମୀୟ ଜୋର୍ କରି କହିଲା, “ସେହି ବଗିଚାରେ ମୁଁ ତୁମକୁ ତାଙ୍କ ସହିତ ଦେଖି ନାହିଁ ବୋଲି ଭାବିଛ?”

Gade chapit la Kopi

ପବିତ୍ର ବାଇବଲ

26 ମହାଯାଜକଙ୍କର ଜଣେ ଦାସ ସେଠାରେ ଥିଲା। ପିତର ଯେଉଁ ଲୋକର କାନ କାଟି ଦେଇଥିଲେ, ସେ ସେହି ଦାସର ସମ୍ପର୍କୀୟ। ତେଣୁ ସେ କହିଲା, “ମୁଁ ଭାବୁଛି, ମୁଁ ବଗିଗ୍ଭରେ ଏହି ଲୋକ ସହିତ ତୁମ୍ଭକୁ ଦେଖିଥିଲି।”

Gade chapit la Kopi




ଯୋହନ 18:26
7 Referans Kwoze  

ଶିମୋନ ପିତରଙ୍କ ପାଖରେ ଖଣ୍ଡା ଥିବାରୁ ସେ ତାହା ବାହାର କରି ମହାଯାଜକଙ୍କ ଦାସକୁ ଆଘାତ କଲେ ଓ ତାହାର ଡାହାଣ କାନ କାଟିପକାଇଲେ; ସେହି ଦାସର ନାମ ମାଲ୍‍ଖ।


ଯୀଶୁ ଏହିସବୁ କଥା କହି ଆପଣା ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଜୋଡ଼ର ଆରପାଖକୁ ବାହାରିଗଲେ। ସେଠାରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେ ଓ ତାହାଙ୍କ ଶିଷ୍ୟମାନେ ସେଥିରେ ପ୍ରବେଶ କଲେ।


ଅଳ୍ପ କ୍ଷଣ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ତୁମ୍ଭେ ମଧ୍ୟ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭ କଥାରୁ ତ ଜଣାପଡ଼ୁଅଛି।


ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ; ମାତ୍ର ମିଥ୍ୟାବାଦୀ ଜିହ୍ୱା ପଲକ ମାତ୍ର।


ଅଳ୍ପ ସମୟ ଉତ୍ତାରେ ଆଉ ଜଣେ ତାହାଙ୍କୁ ଦେଖି କହିଲା, ତୁମ୍ଭେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ। କିନ୍ତୁ ପିତର କହିଲେ, ନାହିଁ, ଭାଇ, ମୁଁ ନୁହେଁ।


Swiv nou:

Piblisite


Piblisite