Biblia Todo Logo
Bib sou entènèt

- Piblisite -




ଯୋହନ 18:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସେମାନେ ତାହାଙ୍କୁ ଉତ୍ତର ଦେଲେ, ଏ ଲୋକଟା ଯଦି ଦୁଷ୍କର୍ମକାରୀ ହୋଇ ନ ଥାଆନ୍ତା, ତାହାହେଲେ ଆମ୍ଭେମାନେ ତାହାକୁ ଆପଣଙ୍କ ହସ୍ତରେ ସମର୍ପଣ କରି ନ ଥାଆନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ସେମାନେ ତାଙ୍କୁ ଉତ୍ତର ଦେଲେ, ଏ ଲୋକଟା ଯଦି ଦୁଷ୍କର୍ମକାରୀ ହୋଇ ନ ଥାଆନ୍ତା, ତାହାହେଲେ ଆମ୍ଭେମାନେ ତାହାକୁ ଆପଣଙ୍କ ହସ୍ତରେ ସମର୍ପଣ କରି ନ ଥାଆନ୍ତୁ।

Gade chapit la Kopi

ଓଡିଆ ବାଇବେଲ

30 ସେମାନେ ତାଙ୍କୁ ଉତ୍ତର ଦେଲେ, ଏ ଲୋକଟା ଯଦି ଦୁଷ୍କର୍ମକାରୀ ହୋଇ ନ ଥାଆନ୍ତା, ତାହାହେଲେ ଆମ୍ଭେମାନେ ତାହାକୁ ଆପଣଙ୍କ ହସ୍ତରେ ସମର୍ପଣ କରି ନ ଥାଆନ୍ତୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 ସେମାନେ ଉତ୍ତର ଦେଲେ, “ସେ ସେପରି ଅପରାଧ କରି ନ ଥିଲେ, ତାଙ୍କୁ ଆପଣଙ୍କ ପାଖକୁ ଆଣି ନ ଥାଆନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

30 ସେମାନେ ଉତ୍ତର ଦେଲେ, “ସେ ଜଣେ ମନ୍ଦ ଲୋକ। ସେଥିପାଇଁ ଆମ୍ଭେ ତାହାକୁ ତୁମ୍ଭ ନିକଟକୁ ଆଣିଛୁ।”

Gade chapit la Kopi




ଯୋହନ 18:30
11 Referans Kwoze  

ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ଈଶ୍ବର, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ।


ସେଥିରେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ଚେଷ୍ଟା କଲେ, କିନ୍ତୁ ଯିହୁଦୀମାନେ ଚିତ୍କାର କରି କହିଲେ, ଯଦି ତୁମ୍ଭେ ଏହି ଲୋକକୁ ମୁକ୍ତ କର, ତାହାହେଲେ ତୁମ୍ଭେ କାଇସରଙ୍କର ମିତ୍ର ନୁହଁ; ଯେ କେହି ଆପଣାକୁ ରାଜା ବୋଲି କହେ, ସେ କାଇସରଙ୍କ ବିପକ୍ଷରେ କଥା କହେ।


ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର।


ଆଉ ପ୍ରଧାନ ଯାଜକମାନେ ଯୀଶୁଙ୍କ ବିରୁଦ୍ଧରେ ଅନେକ ଅଭିଯୋଗ କରିବାକୁ ଲାଗିଲେ।


ଯୀଶୁ କହିଲେ, “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଅଛୁ; ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, ଆଉ ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଦେଶ ଦେଇ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ,


ଅତଏବ, ପୀଲାତ ସେମାନଙ୍କ ନିକଟକୁ ବାହାରି ଆସି ପଚାରିଲେ, ଏ ଲୋକ ବିରୁଦ୍ଧରେ ତୁମ୍ଭେମାନେ କେଉଁ ଅଭିଯୋଗ ଆଣୁଅଛ?


ସେଥିରେ ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏହାକୁ ଘେନିଯାଇ ତୁମ୍ଭମାନଙ୍କ ବ୍ୟବସ୍ଥାନୁସାରେ ଏହାର ବିଚାର କର। କେତେକ ଯିହୁଦୀ ନେତାମାନେ ତାହାଙ୍କୁ କହିଲେ, କାହାକୁ ପ୍ରାଣଦଣ୍ଡ ଦେବା ଆମ୍ଭମାନଙ୍କର ଅଧିକାର ନାହିଁ।


ସେହି ସୁସମାଚାର ନିମନ୍ତେ ମୁଁ ଅପରାଧୀ ପରି ବନ୍ଧାଯିବା ପର୍ଯ୍ୟନ୍ତ କ୍ଲେଶ ଭୋଗ କରୁଅଛି; କିନ୍ତୁ ଈଶ୍ବରଙ୍କ ବାକ୍ୟ ଆବଦ୍ଧ ନୁହେଁ।


ଏଣୁ ତୁମ୍ଭମାନଙ୍କ ମଧ୍ୟରୁ କେହି ହତ୍ୟାକାରୀ କି ଚୋର, କି ଦୂରାଚାରୀ, କି ଅନଧିକାର ଚର୍ଚ୍ଚାକାରୀ ହୋଇ ଦଣ୍ଡ ଭୋଗ ନ କରୁ;


Swiv nou:

Piblisite


Piblisite