ଯୋହନ 18:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଯୀଶୁ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ସେ ଯେଉଁ ବାକ୍ୟ କହିଥିଲେ, ତାହା ଯେପରି ସଫଳ ହୁଏ, ଏଥିନିମନ୍ତେ ସେମାନେ ଏହା କହିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)32 ଯୀଶୁ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ସେ ଯେଉଁ ବାକ୍ୟ କହିଥିଲେ, ତାହା ଯେପରି ସଫଳ ହୁଏ, ଏଥିନିମନ୍ତେ ସେମାନେ ଏହା କହିଲେ। Gade chapit laଓଡିଆ ବାଇବେଲ32 ଯୀଶୁ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ସେ ଯେଉଁ ବାକ୍ୟ କହିଥିଲେ, ତାହା ଯେପରି ସଫଳ ହୁଏ, ଏଥି ନିମନ୍ତେ ସେମାନେ ଏହା କହିଲେ । Gade chapit laପବିତ୍ର ବାଇବଲ (CL) NT (BSI)32 (ସେ କି ପ୍ରକାର ମୃତ୍ୟୁବରଣ କରିବେ, ଏ ବିଷୟରେ ଯୀଶୁ ଯାହା କହିଥିଲେ, ତାହା ସଫଳ ହେବା ପାଇଁ ଏହା ଘଟିଲା।) Gade chapit laପବିତ୍ର ବାଇବଲ32 ଏହା ଦ୍ୱାରା ସେ କିପରି ମରିବେ, ସେ ବିଷୟରେ ଯୀଶୁଙ୍କର ବାଣୀ ସତ୍ୟ ହେଲା। Gade chapit la |