Biblia Todo Logo
Bib sou entènèt

- Piblisite -




ଯୋହନ 18:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଯୀଶୁ ଉତ୍ତର ଦେଲେ, “ଆପଣ କଅଣ ନିଜରୁ ଏହା କହୁଅଛନ୍ତି, ନା ଅନ୍ୟମାନେ ମୋʼ ସମ୍ବନ୍ଧରେ ଆପଣଙ୍କୁ ଏହା କହିଅଛନ୍ତି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଯୀଶୁଉତ୍ତର ଦେଲେ, ଆପଣ କଅଣ ନିଜରୁ ଏହା କହୁଅଛନ୍ତି, ନା ଅନ୍ୟମାନେ ମୋʼ ସମ୍ଵନ୍ଧରେ ଆପଣଙ୍କୁ ଏହା କହିଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

34 ଯୀଶୁ ଉତ୍ତର ଦେଲେ, ଆପଣ କ'ଣ ନିଜରୁ ଏହା କହୁଅଛନ୍ତି, ନା ଅନ୍ୟମାନେ ମୋ' ସମ୍ବନ୍ଧରେ ଆପଣଙ୍କୁ ଏହା କହିଅଛନ୍ତି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

34 ଯୀଶୁ ଉତ୍ତର ଦେଲେ, “ଏହି ପ୍ରଶ୍ନ ତୁମେ ନିଜ ମନରୁ ପଚାରୁଛ, ନା ଅନ୍ୟମାନେ ମୋ’ ସମ୍ପର୍କରେ ଏ ବିଷୟରେ ତୁମକୁ କିଛି କହିଛନ୍ତି?”

Gade chapit la Kopi

ପବିତ୍ର ବାଇବଲ

34 ଯୀଶୁ କହିଲେ, “ଏହା ତୁମ୍ଭ ନିଜର ପ୍ରଶ୍ନ, ନା ଅନ୍ୟମାନେ ତୁମ୍ଭକୁ ମୋ’ ବିଷୟରେ କହିଛନ୍ତି?”

Gade chapit la Kopi




ଯୋହନ 18:34
3 Referans Kwoze  

ଅତଏବ, ପୀଲାତ ପୁନର୍ବାର ପ୍ରାସାଦ ମଧ୍ୟରେ ପ୍ରବେଶ କରି ଯୀଶୁଙ୍କୁ ଡାକି ତାହାଙ୍କୁ ପଚାରିଲେ, ତୁମ୍ଭେ କଅଣ ଯିହୁଦୀମାନଙ୍କର ରାଜା?


ପୀଲାତ ଉତ୍ତର ଦେଲେ, ଆମ୍ଭେ କଅଣ ଜଣେ ଯିହୁଦୀ? ତୁମ୍ଭର ସ୍ୱଜାତି ଓ ପ୍ରଧାନ ଯାଜକମାନେ ତୁମ୍ଭକୁ ଆମ୍ଭ ହସ୍ତରେ ସମର୍ପଣ କରିଅଛନ୍ତି; ତୁମ୍ଭେ କଅଣ କରିଅଛ?


ପୁଣି, ସେ ପୁନର୍ବାର ପ୍ରାସାଦରେ ପ୍ରବେଶ କରି ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଅଛ? କିନ୍ତୁ ଯୀଶୁ ତାହାଙ୍କୁ ଉତ୍ତର ଦେଲେ ନାହିଁ।


Swiv nou:

Piblisite


Piblisite