ଯୋହନ 18:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 କିନ୍ତୁ ଆମେ ଯେ ନିସ୍ତାର ପର୍ବ ସମୟରେ ତୁମ୍ଭମାନଙ୍କ ନିମନ୍ତେ ଜଣକୁ ମୁକ୍ତ କରିଦେଉ, ଏହା ତୁମ୍ଭମାନଙ୍କ ରୀତି ଅଛି; ଅତଏବ, ଯିହୁଦୀମାନଙ୍କ ରାଜାଙ୍କୁ ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ମୁକ୍ତ କରିଦେବୁ ବୋଲି କଅଣ ତୁମ୍ଭମାନଙ୍କର ଇଚ୍ଛା? Gade chapit laପବିତ୍ର ବାଇବଲ (Re-edited) - (BSI)39 କିନ୍ତୁ ଆମେ ଯେ ନିସ୍ତାର ପର୍ବ ସମୟରେ ତୁମ୍ଭମାନଙ୍କ ନିମନ୍ତେ ଜଣକୁ ମୁକ୍ତ କରିଦେଉ, ଏହା ତୁମ୍ଭମାନଙ୍କ ରୀତି ଅଛି; ଅତଏବ, ଯିହୁଦୀମାନଙ୍କ ରାଜାଙ୍କୁ ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ମୁକ୍ତ କରିଦେବୁ ବୋଲି କଅଣ ତୁମ୍ଭମାନଙ୍କର ଇଚ୍ଛା? Gade chapit laଓଡିଆ ବାଇବେଲ39 କିନ୍ତୁ ଆମେ ଯେ ନିସ୍ତାର ପର୍ବ ସମୟରେ ତୁମ୍ଭମାନଙ୍କ ନିମନ୍ତେ ଜଣକୁ ମୁକ୍ତ କରିଦେଉ, ଏହା ତୁମ୍ଭମାନଙ୍କ ରୀତି ଅଛି; ଅତଏବ, ଯିହୂଦୀମାନଙ୍କ ରାଜାଙ୍କୁ ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ମୁକ୍ତ କରିଦେବୁ ବୋଲି କ'ଣ ତୁମ୍ଭମାନଙ୍କର ଇଚ୍ଛା ? Gade chapit laପବିତ୍ର ବାଇବଲ (CL) NT (BSI)39 କିନ୍ତୁ ତୁମ୍ଭମାନଙ୍କର ପ୍ରଥା ଅନୁଯାୟୀ ନିସ୍ତାର ପର୍ବବେଳେ ମୁଁ ଜଣେ ବନ୍ଦୀକୁ ମୁକ୍ତ କରି ଦେଇଥାଏ। ଏଥର ଇହୁଦୀମାନଙ୍କର ରାଜାଙ୍କୁ ତୁମ ପାଇଁ ଛାଡ଼ିଦିଏ, ଏହା କ’ଣ ତୁମ୍ଭେମାନେ ଚାହଁ।” Gade chapit laପବିତ୍ର ବାଇବଲ39 ପ୍ରତ୍ୟେକ ବର୍ଷ ନିସ୍ତାରପର୍ବ ବେଳେ ମୋ'ଠାରୁ ଜଣେ ବନ୍ଦୀର ମୁକ୍ତି ମାଗିବା ନିମନ୍ତେ ତୁମ୍ଭମାନଙ୍କର ପ୍ରଥା ଅଛି। ତେଣୁ ତୁମ୍ଭେ ଯଦି ଗ୍ଭହଁ, ମୁଁ ଏହି ‘ଯିହୂଦୀମାନଙ୍କ ରାଜାଙ୍କୁ’ ମୁକ୍ତି ଦେବି।” Gade chapit la |