Biblia Todo Logo
Bib sou entènèt

- Piblisite -




ଯୋହନ 18:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ସେଥିରେ ସେମାନେ ପୁନର୍ବାର ଚିତ୍କାର କରି କହିଲେ, ଏ ଲୋକଟାକୁ ନୁହେଁ, କିନ୍ତୁ ବାରବ୍ବାକୁ। ଏହି ବାରବ୍ବା ଜଣେ ଡକାଇତ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ସେଥିରେ ସେମାନେ ପୁନର୍ବାର ଚିତ୍କାର କରି କହିଲେ, ଏ ଲୋକଟାକୁ ନୁହେଁ, କିନ୍ତୁ ବାରବ୍ବାକୁ। ଏହି ବାରବ୍ବା ଜଣେ ଡକାଇତ ଥିଲା।

Gade chapit la Kopi

ଓଡିଆ ବାଇବେଲ

40 ସେଥିରେ ସେମାନେ ପୁନର୍ବାର ଚିତ୍କାର କରି କହିଲେ, ଏ ଲୋକଟାକୁ ନୁହେଁ, କିନ୍ତୁ ବାରବ୍‍ବାକୁ । ଏହି ବାରବ୍ବା ଜଣେ ଡକାଇତ ଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

40 ଲୋକମାନେ ଚିକ୍ରାର କରି କହିଲେ, “ନା, ତାକୁ ନୁହେଁ- ବାରବ୍ବାକୁ ମୁକ୍ତ କରି ଦିଅ।” (ବାରବ୍ବା ଜଣେ ଡକାୟତ ଥିଲା)

Gade chapit la Kopi

ପବିତ୍ର ବାଇବଲ

40 ମାତ୍ର ଯିହୂଦୀମାନେ ଚିତ୍କାର କଲେ, “ନା, ଏ ଲୋକକୁ ନୁହେଁ। ବାର‌ବ୍‌ବାକୁ ମୁକ୍ତି ଦିଅ।” ଏହି ବାର‌ବ୍‌ବା ଜଣେ ଡକାୟତ ଥିଲା।

Gade chapit la Kopi




ଯୋହନ 18:40
8 Referans Kwoze  

କିନ୍ତୁ ବିପ୍ଳବ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବି କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧୀନରେ ସମର୍ପଣ କଲେ।


ଏଣୁ ପୀଲାତ ଲୋକସମୂହକୁ ସନ୍ତୁଷ୍ଟ କରିବାକୁ ଇଚ୍ଛା କରି ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ପୁଣି, ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ।


ଯେଉଁ ବିପ୍ଳବୀମାନେ ବିପ୍ଳବ ସମୟରେ ନରହତ୍ୟା କରିଥିଲେ, ସେମାନଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ ବନ୍ଦୀ ଥିଲା।


ସେଥିରେ ସେ ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ମାତ୍ର ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ।


ସେତେବେଳେ ସେମାନଙ୍କର ବାରବ୍ବା ନାମକ ଜଣେ ବିଖ୍ୟାତ ବନ୍ଦୀ ଥିଲା।


ସେହି ସମୟରେ ଯୀଶୁ ଲୋକସମୂହକୁ କହିଲେ, “ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ନେଇ ତୁମ୍ଭେମାନେ କଅଣ ମୋତେ ଧରିବାକୁ ଆସିଲ? ମୁଁ ପ୍ରତିଦିନ ମନ୍ଦିରରେ ବସି ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ;


Swiv nou:

Piblisite


Piblisite