ଯୋହନ 18:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାଜରିତୀୟ ଯୀଶୁକୁ। ସେ ସେମାନଙ୍କୁ କହିଲେ, “ମୁଁ ସେହି।” ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)5 ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାଜରିତୀୟ ଯୀଶୁକୁ। ସେ ସେମାନଙ୍କୁ କହିଲେ, ମୁଁ ସେହି। ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା। Gade chapit laଓଡିଆ ବାଇବେଲ5 ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାଜରିତୀୟ ଯୀଶୁକୁ । ସେ ସେମାନଙ୍କୁ କହିଲେ, ମୁଁ ସେହି । ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା । Gade chapit laପବିତ୍ର ବାଇବଲ (CL) NT (BSI)5 ସେମାନେ କହିଲେ, “ନାଜରିତୀୟ ଯୀଶୁଙ୍କୁ”। ଯୀଶୁ କହିଲେ, “ମୁଁ ସେହି”। ବିଶ୍ୱାସଘାତକ ଯିହୁଦା ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା। Gade chapit laପବିତ୍ର ବାଇବଲ5 ସେହି ଲୋକମାନେ ଉତ୍ତର ଦେଲେ, “ନାଜରିତୀୟ ଯୀଶୁଙ୍କୁ।” ଯୀଶୁ କହିଲେ, “ମୁଁ ନିଜେ ସେହି ଯୀଶୁ।” ଯୀଶୁଙ୍କ ବିରୁଦ୍ଧରେ ଯାଇଥିବା ଯିହୂଦା ମଧ୍ୟ ସେମାନଙ୍କ ସହିତ ଠିଆ ହୋଇଥିଲା। Gade chapit la |