ଯୋହନ 18:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯୀଶୁ ଯେତେବେଳେ ସେମାନଙ୍କୁ କହିଲେ, ମୁଁ ସେହି, ସେତେବେଳେ ସେମାନେ ପଛକୁ ହଟିଯାଇ ଭୂମିରେ ପଡ଼ିଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଯୀଶୁ ଯେତେବେଳେ ସେମାନଙ୍କୁ କହିଲେ, ମୁଁ ସେହି, ସେତେବେଳେ ସେମାନେ ପଛକୁ ହଟିଯାଇ ଭୂମିରେ ପଡ଼ିଗଲେ। Gade chapit laଓଡିଆ ବାଇବେଲ6 ଯୀଶୁ ଯେତେବେଳେ ସେମାନଙ୍କୁ କହିଲେ, ମୁଁ ସେହି, ସେତେବେଳେ ସେମାନେ ପଛକୁ ହଟିଯାଇ ଭୂମିରେ ପଡ଼ିଗଲେ । Gade chapit laପବିତ୍ର ବାଇବଲ (CL) NT (BSI)6 “ମୁଁ ସେହି” ବୋଳି ଯୀଶୁ କହିବା ମାତ୍ରେ ସେମାନେ ପଛକୁ ହଟିଯାଇ ତଳେ ପଡ଼ିଗଲେ। Gade chapit laପବିତ୍ର ବାଇବଲ6 ଯେତେବେଳେ ଯୀଶୁ କହିଲେ, “ମୁଁ ଯୀଶୁ,” ଲୋକମାନେ ପଛକୁ ଘୁଞ୍ଚିଯାଇ ତଳେ ପଡ଼ିଗଲେ। Gade chapit la |