Biblia Todo Logo
Bib sou entènèt

- Piblisite -




ଯୋହନ 18:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେ ଏହା କହିଲେ, ଯେପରି ତାହାଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, “ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ମଧ୍ୟରୁ ମୁଁ ଜଣକୁ ସୁଦ୍ଧା ହରାଇ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେ ଏହା କହିଲେ, ଯେପରି ତାହାଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ମଧ୍ୟରୁ ମୁଁ ଜଣକୁ ସୁଦ୍ଧା ହରାଇ ନାହିଁ।

Gade chapit la Kopi

ଓଡିଆ ବାଇବେଲ

9 ସେ ଏହା କହିଲେ, ଯେପରି ତାହାଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ମଧ୍ୟରୁ ମୁଁ ଜଣକୁ ସୁଦ୍ଧା ହରାଇ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 “ଯେଉଁମାନଙ୍କୁ ତୁମେ ମୋତେ ଦେଇଛ, ସେମାନଙ୍କ ମଧ୍ୟରୁ ଜଣକୁ ସୁଦ୍ଧା ମୁଁ ହରାଇ ନାହିଁ” ତାଙ୍କର ଏହି ଉକ୍ତି ସଫଳ କରିବାକୁ ସେ ଏହା କହିଲେ।)

Gade chapit la Kopi

ପବିତ୍ର ବାଇବଲ

9 ଏପରି ଘଟିଲା ଯେହେତୁ ପୂର୍ବରୁ ତାହାଙ୍କ ଦ୍ୱାରା କଥିତ ବାଣୀ ସତ୍ୟ ହେବ: “ମୁଁ ତୁମ୍ଭେ ଦେଇଥିବା ଜଣେ ଲୋକକୁ ମଧ୍ୟ ହରେଇ ନାହିଁ।”

Gade chapit la Kopi




ଯୋହନ 18:9
3 Referans Kwoze  

ସେମାନଙ୍କ ସହିତ ରହୁଥିବା ସମୟରେ ମୁଁ ସେମାନଙ୍କୁ ତୁମ୍ଭ ସେହି ନାମରେ ରକ୍ଷା କରି ଅାସିଅଛି ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଆଉ ମୁଁ ସେମାନଙ୍କୁ ସାବଧାନରେ ରକ୍ଷା କରିଅଛି ଓ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ଏଥିନିମନ୍ତେ ବିନାଶର ସନ୍ତାନ ବିନା ସେମାନଙ୍କ ମଧ୍ୟରୁ ଜଣେ କେହି ବିନଷ୍ଟ ହୋଇ ନାହିଁ।”


ଆଉ, ମୋହର ପ୍ରେରଣକର୍ତ୍ତା ଯେଉଁ ସମସ୍ତଙ୍କୁ ମୋତେ ଦାନ କରିଅଛନ୍ତି, ସେମାନଙ୍କ ମଧ୍ୟରୁ କାହାକୁ ହିଁ ଯେପରି ମୁଁ ନ ହରାଇ ବରଂ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି, ଏହା ତାହାଙ୍କର ଇଚ୍ଛା।


ଯୀଶୁ ଉତ୍ତର ଦେଲେ, “ମୁଁ ଯେ ସେହି, ଏହା ତ ମୁଁ ତୁମ୍ଭମାନଙ୍କୁ କହିଲି। ଏଣୁ ଯଦି ତୁମ୍ଭେମାନେ ମୋତେ ଖୋଜୁଅଛ, ତାହାହେଲେ ଏମାନଙ୍କୁ ଯିବା ପାଇଁ ଛାଡ଼ିଦିଅ।”


Swiv nou:

Piblisite


Piblisite