Biblia Todo Logo
Bib sou entènèt

- Piblisite -




ଯୋହନ 19:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେଥିରେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ଚେଷ୍ଟା କଲେ, କିନ୍ତୁ ଯିହୁଦୀମାନେ ଚିତ୍କାର କରି କହିଲେ, ଯଦି ତୁମ୍ଭେ ଏହି ଲୋକକୁ ମୁକ୍ତ କର, ତାହାହେଲେ ତୁମ୍ଭେ କାଇସରଙ୍କର ମିତ୍ର ନୁହଁ; ଯେ କେହି ଆପଣାକୁ ରାଜା ବୋଲି କହେ, ସେ କାଇସରଙ୍କ ବିପକ୍ଷରେ କଥା କହେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେଥିରେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ଚେଷ୍ଟା କଲେ, କିନ୍ତୁ ଯିହୁଦୀମାନେ ଚିତ୍କାର କରି କହିଲେ, ଯଦି ତୁମ୍ଭେ ଏହି ଲୋକକୁ ମୁକ୍ତ କର, ତାହାହେଲେ ତୁମ୍ଭେ କାଇସରଙ୍କର ମିତ୍ର ନୁହଁ; ଯେକେହି ଆପଣାକୁ ରାଜା ବୋଲି କହେ, ସେ କାଇସରଙ୍କ ବିପକ୍ଷରେ କଥା କହେ।

Gade chapit la Kopi

ଓଡିଆ ବାଇବେଲ

12 ସେଥିରେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ଚେଷ୍ଟା କଲେ, କିନ୍ତୁ ଯିହୂଦୀମାନେ ଚିତ୍କାର କରି କହିଲେ, ଯଦି ତୁମ୍ଭେ ଏହି ଲୋକକୁ ମୁକ୍ତ କର, ତାହାହେଲେ ତୁମ୍ଭେ କାଇସରଙ୍କର ମିତ୍ର ନୁହଁ; ଯେ କେହି ଆପଣାକୁ ରାଜା ବୋଲି କହେ, ସେ କାଇସରଙ୍କ ବିପକ୍ଷରେ କଥା କହେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଏହା ଶୁଣି ପିଲାତ ଯୀଶୁଙ୍କୁ ମୁକ୍ତ କରି ଦେବା ପାଇଁ ଉପାୟ ଚିନ୍ତା କଲେ। କିନ୍ତୁ ଜନତା ଚିକ୍ରାର କଲେ, “ଯଦି ତୁମେ ତାକୁ ଛାଡ଼ିଦିଅ, ତାହାହେଲେ ତୁମେ ସମ୍ରାଟଙ୍କ ବନ୍ଧଉ ନୁହଁ, ଯେ ନିଜକୁ ରାଜା ବୋଲି ଦାବୀ କରେ, ସେ ସମ୍ରାଟଙ୍କ ଶତ୍ରୁ।”

Gade chapit la Kopi

ପବିତ୍ର ବାଇବଲ

12 ଏହା ପରେ ପୀଲାତ ଯୀଶୁଙ୍କୁ ମୁକ୍ତି ଦେବାକୁ ଚେଷ୍ଟା କଲେ। କିନ୍ତୁ ଯିହୂଦୀମାନେ ଚିତ୍କାର କରି କହିଲେ, “ଆପଣ ଯଦି ଏ ବ୍ୟକ୍ତିକୁ ମୁକ୍ତ କରି ଦିଅନ୍ତି, ତେବେ ଆପଣ କାଇସରଙ୍କର ବନ୍ଧୁ ନୁହନ୍ତି। ଯିଏ ନିଜକୁ ରାଜା ବୋଲି ଦାବୀ କରୁଛି, ସେ କାଇସରଙ୍କ ବିରୋଧୀ।”

Gade chapit la Kopi




ଯୋହନ 19:12
9 Referans Kwoze  

ଏଥିରେ ସିଦିକୀୟ ରାଜା ଯିରିମୀୟଙ୍କୁ କହିଲା, “ଯେଉଁ ଯିହୁଦୀ ଲୋକମାନେ କଲ୍‍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଅଛି, କେଜାଣି ଲୋକେ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ସେମାନେ ମୋତେ ପରିହାସ କରିବେ।”


ଅତଏବ ଆମ୍ଭମାନଙ୍କୁ କୁହନ୍ତୁ, ଆପଣଙ୍କର ମତ କଅଣ? କାଇସର ସମ୍ରାଟଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ?


ଆମ୍ଭେମାନେ ରାଜଗୃହର ଲବଣ ଖାଉ ଓ ମହାରାଜଙ୍କର ଅପମାନ ଦେଖିବା ଆମ୍ଭମାନଙ୍କର ଉଚିତ ନୁହେଁ, ଏହେତୁ ଲୋକ ପଠାଇ ମହାରାଜଙ୍କୁ ଏହା ଜଣାଇଲୁ।


ପୀଲାତ ଉତ୍ତର ଦେଲେ, ଆମ୍ଭେ ଯାହା ଲେଖିଛୁ, ଲେଖିଛୁ।


Swiv nou:

Piblisite


Piblisite