ଯୋହନ 19:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେ ଦିନ ନିସ୍ତାର ପର୍ବର ଆୟୋଜନ ଦିନ, ଆଉ ସେତେବେଳେ ଅପରାହ୍ନ ପ୍ରାୟ ବାର ଘଣ୍ଟା ହୋଇଥିଲା। ପୁଣି, ସେ ଯିହୁଦୀମାନଙ୍କୁ କହିଲେ, ଦେଖ, ତୁମ୍ଭମାନଙ୍କ ରାଜା! Gade chapit laପବିତ୍ର ବାଇବଲ (Re-edited) - (BSI)14 ସେଦିନ ନିସ୍ତାର ପର୍ବର ଆୟୋଜନ ଦିନ, ଆଉ ସେତେବେଳେ ସକାଳ ପ୍ରାୟ ଛଅ ଘଣ୍ଟା ହୋଇଥିଲା। ପୁଣି, ସେ ଯିହୁଦୀମାନଙ୍କୁ କହିଲେ, ଦେଖ, ତୁମ୍ଭମାନଙ୍କ ରାଜା ! Gade chapit laଓଡିଆ ବାଇବେଲ14 ସେ ଦିନ ନିସ୍ତାର ପର୍ବର ଆୟୋଜନ ଦିନ, ଆଉ ସେତେବେଳେ ସକାଳ ପ୍ରାୟ ଛଅ ଘଣ୍ଟା ହୋଇଥିଲା । ପୁଣି, ସେ ଯିହୂଦୀମାନଙ୍କୁ କହିଲେ, ଦେଖ, ତୁମ୍ଭମାନଙ୍କ ରାଜା ! Gade chapit laପବିତ୍ର ବାଇବଲ14 ସେଦିନ ନିସ୍ତାରପର୍ବ ସପ୍ତାହର ପ୍ରସ୍ତୁତି ଦିନର ମଧ୍ୟାହ୍ନ ସମୟ ଥିଲା। ପୀଲାତ ଯିହୂଦୀମାନଙ୍କୁ କହିଲେ, “ତୁମ୍ଭର ରାଜାଙ୍କୁ ଦେଖ।” Gade chapit la |