ଯୋହନ 19:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କଅଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)15 ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କଅଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ। Gade chapit laଓଡିଆ ବାଇବେଲ15 ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ । ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କ'ଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା ? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)15 କିନ୍ତୁ ସେମାନେ ଚିକ୍ରାର କଲେ, “ତାକୁ ମରି ଦିଅ- ମାରି ପକାଅ, ତାକୁ କ୍ରୁଶରେ ଚଢ଼ାଅ।” ପିଲାତ ପଚାରିଲେ, “ମୁଁ ତୁମ ରାଜାଙ୍କୁ କ୍ରୁଶରେ ଚଢ଼ାଏ, ଏହା କ’ଣ ତୁମେ ଚାହଁ?” ଯାଜକମାନେ ଉତ୍ତର ଦେଲେ, “କେବଳ ସମ୍ରାଟ ହିଁ ଆମର ଏକମାତ୍ର ରାଜା।” Gade chapit laପବିତ୍ର ବାଇବଲ15 ଯିହୂଦୀମାନେ ଚିତ୍କାର କଲେ, “ତାକୁ ଦୂରକୁ ନେଇଯାଅ। ତାକୁ କ୍ରୁଶରେ କଣ୍ଟାବିଦ୍ଧ କରି ମାରିଦିଅ।” ପୀଲାତ ଯିହୂଦୀମାନଙ୍କୁ ପଗ୍ଭରିଲେ, “ତୁମ୍ଭେ କ'ଣ ଗ୍ଭହଁ ଯେ, ମୁଁ ତୁମ୍ଭ ରାଜାଙ୍କୁ କ୍ରୁଶରେ ଚଢ଼ାଇ ମାରିବି?” ମୁଖ୍ୟ ଯାଜକମାନେ ଉତ୍ତର ଦେଲେ, “କାଇସର କେବଳ ଆମ୍ଭର ରାଜା।” Gade chapit la |