Biblia Todo Logo
Bib sou entènèt

- Piblisite -




ଯୋହନ 19:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେଥିରେ ସେ ଯେପରି କ୍ରୁଶରେ ଚଢ଼ାଯାଆନ୍ତି, ଏଥିନିମନ୍ତେ, ସେ ତାହାଙ୍କୁ ସେମାନଙ୍କ ଇଚ୍ଛାନୁସାରେ ସମର୍ପଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେଥିରେ ସେ ଯେପରି କ୍ରୁଶରେ ଚଢ଼ାଯାଆନ୍ତି, ଏଥିନିମନ୍ତେ, ସେ ତାହାଙ୍କୁ ସେମାନଙ୍କ ଇଚ୍ଛାନୁସାରେ ସମର୍ପଣ କଲେ।

Gade chapit la Kopi

ଓଡିଆ ବାଇବେଲ

16 ସେଥିରେ ସେ ଯେପରି କ୍ରୁଶରେ ଚଢ଼ାଯାଆନ୍ତି, ଏଥି ନିମନ୍ତେ, ସେ ତାହାଙ୍କୁ ସେମାନଙ୍କ ଇଚ୍ଛାନୁସାରେ ସମର୍ପଣ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଶେଷରେ ପିଲାତ ଯୀଶୁଙ୍କୁ କ୍ରୁଶବିଦ୍ଧ କରିବା ପାଇଁ ସେମାନଙ୍କ ହାତରେ ଛାଡ଼ିଦେଲେ। ତା’ପରେ ଯୀଶୁଙ୍କୁ ସେମାନେ ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ

16 ତେଣୁ ପୀଲାତ ଯୀଶୁଙ୍କୁ କ୍ରୁଶରେ ମାରିବା ପାଇଁ ସେମାନଙ୍କ ହାତରେ ସମର୍ପି ଦେଲା। ସୈନିକମାନେ ଯୀଶୁଙ୍କୁ ନେଇଗଲେ।

Gade chapit la Kopi




ଯୋହନ 19:16
3 Referans Kwoze  

Swiv nou:

Piblisite


Piblisite