ଯୋହନ 19:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହିଁରେ ସେମାନେ ଯୀଶୁଙ୍କୁ ଘେନିଗଲେ; ଆଉ, ଯୀଶୁ ଆପେ କ୍ରୁଶ ବହି କପାଳସ୍ଥଳ ନାମକ ସ୍ଥାନ, ଯାହାକୁ ଏବ୍ରୀ ଭାଷାରେ ଗଲ୍ଗଥା ବୋଲି କହନ୍ତି, ସେଠାକୁ ବାହାରିଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)17 ତହିଁରେ ସେମାନେ ଯୀଶୁଙ୍କୁ ଘେନିଗଲେ; ଆଉ, ଯୀଶୁ ଆପେ କ୍ରୁଶ ବହି କପାଳସ୍ଥଳ ନାମକ ସ୍ଥାନ, ଯାହାକୁ ଏବ୍ରୀ ଭାଷାରେ ଗଲ୍ଗଥା ବୋଲି କହନ୍ତି, ସେଠାକୁ ବାହାରିଗଲେ। Gade chapit laଓଡିଆ ବାଇବେଲ17 ତହିଁରେ ସେମାନେ ଯୀଶୁଙ୍କୁ ଘେନିଗଲେ; ଆଉ, ଯୀଶୁ ଆପେ କ୍ରୁଶ ବହି କପାଳସ୍ଥଳ ନାମକ ସ୍ଥାନ, ଯାହାକୁ ଏବ୍ରୀ ଭାଷାରେ ଗଲ୍ଗଥା ବୋଲି କହନ୍ତି, ସେଠାକୁ ବାହାରିଗଲେ । Gade chapit laପବିତ୍ର ବାଇବଲ (CL) NT (BSI)17 ଯୀଶୁ ନିଜର କ୍ରୁଶ ବହନ କରି “ଗଲ୍ଗଥା” ବା “ଖପୁରି ଆକାର ପାହାଡ଼” ସ୍ଥାନରେ ଆସି ପହଞ୍ଚିଲେ। Gade chapit laପବିତ୍ର ବାଇବଲ17 ଯୀଶୁ ତାହାଙ୍କ ନିଜର କ୍ରୁଶ ବୋହି “କପାଳସ୍ଥଳ” ନାମକ ସ୍ଥାନକୁ ଗଲେ। ଏବ୍ରୀ ଭାଷାରେ ସେହି ସ୍ଥାନକୁ ‘ଗଲ୍ଗଥା’ କହନ୍ତି। Gade chapit la |