ଯୋହନ 19:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେଠାରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ ଓ ତାହାଙ୍କ ସହିତ ଆଉ ଦୁଇ ଜଣଙ୍କୁ ଅନ୍ୟ ଦୁଇ କ୍ରୁଶରେ ଚଢ଼ାଇଲେ, ଦୁଇ ପାର୍ଶ୍ୱରେ ଦୁଇ ଜଣଙ୍କୁ ଓ ମଝିରେ ଯୀଶୁଙ୍କୁ। Gade chapit laପବିତ୍ର ବାଇବଲ (Re-edited) - (BSI)18 ସେଠାରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ ଓ ତାହାଙ୍କ ସହିତ ଆଉ ଦୁଇ ଜଣଙ୍କୁ ଚଢ଼ାଇଲେ, ଦୁଇ ପାଖରେ ଦୁଇ ଜଣଙ୍କୁ ଓ ମଝିରେ ଯୀଶୁଙ୍କୁ। Gade chapit laଓଡିଆ ବାଇବେଲ18 ସେଠାରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ ଓ ତାହାଙ୍କ ସହିତ ଆଉ ଦୁଇ ଜଣଙ୍କୁ ଚଢ଼ାଇଲେ, ଦୁଇ ପାଖରେ ଦୁଇ ଜଣଙ୍କୁ ଓ ମଝିରେ ଯୀଶୁଙ୍କୁ । Gade chapit laପବିତ୍ର ବାଇବଲ (CL) NT (BSI)18 ସେଠାରେ ସେମାନେ ଯୀଶୁଙ୍କୁ କ୍ରୁଶବିଦ୍ଧ କଲେ। ତାଙ୍କୁ ମଝିରେ ରଖି ତାଙ୍କ ଦୁଇ ପାଶ୍ୱର୍ରେ ଅନ୍ୟ ଦୁଇ ଜଣ ଲୋକଙ୍କୁ କ୍ରୁଶରେ ଚଢ଼ାଇଲେ। Gade chapit laପବିତ୍ର ବାଇବଲ18 ସେହି ‘ଗଲ୍ଗଥା’ରେ ସେମାନେ ଯୀଶୁଙ୍କୁ କ୍ରୁଶବିଦ୍ଧ କଲେ। ଯୀଶୁଙ୍କୁ ମଝିରେ ରଖି ତାହାଙ୍କର ଦୁଇ ପାର୍ଶ୍ୱରେ ଆଉ ଦୁଇଜଣଙ୍କୁ ମଧ୍ୟ କ୍ରୁଶବିଦ୍ଧ କଲେ। Gade chapit la |