Biblia Todo Logo
Bib sou entènèt

- Piblisite -




ଯୋହନ 19:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ, ପୀଲାତ ଗୋଟିଏ ଅଭିଯୋଗପତ୍ର ମଧ୍ୟ ଲେଖି କ୍ରୁଶ ଉପରେ ଲଗାଇଦେଲେ। ସେଥିରେ ଲେଖା ଥିଲା, ନାଜରିତୀୟ ଯୀଶୁ, ଯିହୁଦୀମାନଙ୍କ ରାଜା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆଉ, ପୀଲାତ ଗୋଟିଏ ଅଭିଯୋଗପତ୍ର ମଧ୍ୟ ଲେଖି କ୍ରୁଶ ଉପରେ ଲଗାଇଦେଲେ। ସେଥିରେ ଲେଖା ଥିଲା, ନାଜରିତୀୟ ଯୀଶୁ, ଯିହୁଦୀମାନଙ୍କ ରାଜା।

Gade chapit la Kopi

ଓଡିଆ ବାଇବେଲ

19 ଆଉ, ପୀଲାତ ଗୋଟିଏ ଅଭିଯୋଗପତ୍ର ମଧ୍ୟ ଲେଖି କ୍ରୁଶ ଉପରେ ଲଗାଇଦେଲେ । ସେଥିରେ ଲେଖା ଥିଲା, ନାଜରିତୀୟ ଯୀଶୁ, ଯିହୂଦୀମାନଙ୍କ ରାଜା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ପିଲାତ ଗୋଟିଏ ବିଜ୍ଞପ୍ତି ପତ୍ର ଲେଖି ଯୀଶୁଙ୍କ କ୍ରୁଶ ଉପରେ ଟଙ୍ଗାଇଦେଲେ। ସେଥିରେ ଲେଖାଥିଲା, “ନାଜରିତୀୟ ଯୀଶୁ, ଇହୁଦୀମାନଙ୍କର ରାଜା।”

Gade chapit la Kopi

ପବିତ୍ର ବାଇବଲ

19 ପୀଲାତ ଗୋଟିଏ ସଙ୍କେତ ଲେଖି ଯୀଶୁଙ୍କ କ୍ରୁଶରେ ଟଙ୍ଗେଇଲେ। ସେଥିରେ ଲେଖାଥିଲା, “ନାଜରିତୀୟ ଯୀଶୁ ଯିହୂଦୀମାନଙ୍କର ରାଜା।”

Gade chapit la Kopi




ଯୋହନ 19:19
14 Referans Kwoze  

ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ୱରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୁଦୀମାନଙ୍କର ରାଜା ଯୀଶୁ।


ପୁଣି, ତାହାଙ୍କ ଊର୍ଦ୍ଧ୍ୱରେ ଏହି ଲିପି ମଧ୍ୟ ଲେଖା ଥିଲା, “ଏ ଯିହୁଦୀମାନଙ୍କର ରାଜା।”


ଆଉ ତାହାଙ୍କ ଅଭିଯୋଗ ଲିପିରେ ଏହା ଲେଖା ଥିଲା, ଯିହୁଦୀମାନଙ୍କର ରାଜା।


ସେ ଦିନ ନିସ୍ତାର ପର୍ବର ଆୟୋଜନ ଦିନ, ଆଉ ସେତେବେଳେ ଅପରାହ୍ନ ପ୍ରାୟ ବାର ଘଣ୍ଟା ହୋଇଥିଲା। ପୁଣି, ସେ ଯିହୁଦୀମାନଙ୍କୁ କହିଲେ, ଦେଖ, ତୁମ୍ଭମାନଙ୍କ ରାଜା!


କିନ୍ତୁ ପିତର କହିଲେ, ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଚାଲ।


ତେଣୁ ଯିହୁଦୀମାନଙ୍କର ପ୍ରଧାନ ଯାଜକମାନେ ପୀଲାତଙ୍କୁ କହିଲେ, ଯିହୁଦୀମାନଙ୍କ ରାଜା ବୋଲି ନ ଲେଖି ବରଂ ମୁଁ ଯିହୁଦୀମାନଙ୍କର ରାଜା ବୋଲି ସେ କହିଲା, ଏହା ଲେଖନ୍ତୁ।


ସେଥିରେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ଚେଷ୍ଟା କଲେ, କିନ୍ତୁ ଯିହୁଦୀମାନେ ଚିତ୍କାର କରି କହିଲେ, ଯଦି ତୁମ୍ଭେ ଏହି ଲୋକକୁ ମୁକ୍ତ କର, ତାହାହେଲେ ତୁମ୍ଭେ କାଇସରଙ୍କର ମିତ୍ର ନୁହଁ; ଯେ କେହି ଆପଣାକୁ ରାଜା ବୋଲି କହେ, ସେ କାଇସରଙ୍କ ବିପକ୍ଷରେ କଥା କହେ।


ସେମାନେ ତାହାଙ୍କ ନିକଟକୁ ଆସି କହିଲେ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର; ପୁଣି, ସେମାନେ ତାହାଙ୍କୁ ଚାପୁଡ଼ା ମାରିବାକୁ ଲାଗିଲେ।


ଅତଏବ, ପୀଲାତ ପୁନର୍ବାର ପ୍ରାସାଦ ମଧ୍ୟରେ ପ୍ରବେଶ କରି ଯୀଶୁଙ୍କୁ ଡାକି ତାହାଙ୍କୁ ପଚାରିଲେ, ତୁମ୍ଭେ କଅଣ ଯିହୁଦୀମାନଙ୍କର ରାଜା?


ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଈଶ୍ବରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା।


ନାଜରିତୀୟ ଯୀଶୁଙ୍କ ନାମ ବିରୁଦ୍ଧରେ ମୋହର ଅନେକ କାର୍ଯ୍ୟ କରିବା ଯେ କର୍ତ୍ତବ୍ୟ ଏହା ମୁଁ ନିଜେ ମନେ କରିଥିଲି।


ଓ ନାଜରିତ ନାମକ ନଗରରେ ଯାଇ ବାସ କଲେ, ଯେପରି ଭାବବାଦୀମାନଙ୍କ ଦ୍ୱାରା ଉକ୍ତ ବାକ୍ୟ ସଫଳ ହୁଏ ଯେ, “ସେ ନାଜରିତୀୟ ବୋଲି ଖ୍ୟାତ ହେବେ।”


ସେମାନେ ତାହାକୁ କହିଲେ, ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଅଛନ୍ତି।


Swiv nou:

Piblisite


Piblisite