ଯୋହନ 19:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣ ବାହ୍ୟ ବସ୍ତ୍ର ପିନ୍ଧାଇଲେ; Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ; Gade chapit laଓଡିଆ ବାଇବେଲ2 ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ର ପିନ୍ଧାଇଲେ; Gade chapit laପବିତ୍ର ବାଇବଲ (CL) NT (BSI)2 ସୈନିକମାନ କଣ୍ଟା ଡାଳର ଗୋଟିଏ ମୁକୁଟ ତିଆରି କରି ଯୀଶୁଙ୍କ ମସ୍ତକରେ ଦେଲେ, ତାଙ୍କୁ ଗୋଟିଏ ବାଇଗଣିଆ ରଙ୍ଗର ପୋଷାକ ପିନ୍ଧାଇଲେ Gade chapit laପବିତ୍ର ବାଇବଲ2 ସୈନିକମାନେ କଣ୍ଟା ଗଛର ମୁକୁଟ ତିଆରି କରି ତାହାଙ୍କ ମୁଣ୍ଡରେ ପିନ୍ଧାଇଲେ। ତା'ପରେ ସେମାନେ ତାହାଙ୍କୁ ବାଇଗଣୀ ରଙ୍ଗର ପୋଷାକ ପିନ୍ଧାଇଲେ। Gade chapit la |
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”