Biblia Todo Logo
Bib sou entènèt

- Piblisite -




ଯୋହନ 19:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୀଲାତ ଉତ୍ତର ଦେଲେ, ଆମ୍ଭେ ଯାହା ଲେଖିଛୁ, ଲେଖିଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ପୀଲାତ ଉତ୍ତର ଦେଲେ, ଆମ୍ଭେ ଯାହା ଲେଖିଛୁ, ଲେଖିଛୁ।

Gade chapit la Kopi

ଓଡିଆ ବାଇବେଲ

22 ପୀଲାତ ଉତ୍ତର ଦେଲେ, ଆମ୍ଭେ ଯାହା ଲେଖିଛୁ, ଲେଖିଛୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 କିନ୍ତୁ ପିଲାତ ଉତ୍ତର ଦେଲେ, “ମୁଁ ଯାହା ଲେଖିଛି, ତା’ ସେହିପରି ଲେଖା ରହିବ।”

Gade chapit la Kopi

ପବିତ୍ର ବାଇବଲ

22 ପୀଲାତ ଉତ୍ତର ଦେଲେ, “ମୁଁ ଯାହା ଲେଖିଛି, ତାହା ପରିବର୍ତ୍ତନ କରିବି ନାହିଁ।”

Gade chapit la Kopi




ଯୋହନ 19:22
6 Referans Kwoze  

ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।


ସେଥିରେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ଚେଷ୍ଟା କଲେ, କିନ୍ତୁ ଯିହୁଦୀମାନେ ଚିତ୍କାର କରି କହିଲେ, ଯଦି ତୁମ୍ଭେ ଏହି ଲୋକକୁ ମୁକ୍ତ କର, ତାହାହେଲେ ତୁମ୍ଭେ କାଇସରଙ୍କର ମିତ୍ର ନୁହଁ; ଯେ କେହି ଆପଣାକୁ ରାଜା ବୋଲି କହେ, ସେ କାଇସରଙ୍କ ବିପକ୍ଷରେ କଥା କହେ।


ଜଳସମୂହ ଯେପରି ତାହାଙ୍କ ଆଜ୍ଞାଲଙ୍ଘନ କରି ନ ପାରେ, ଏଥିପାଇଁ ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଓ ଯେଉଁ ସମୟରେ ଜଗତର ମୂଳଦୁଆ ଚିହ୍ନିତ କଲେ;


ତୁମ୍ଭେ ସମୁଦ୍ରସମୂହର ଗର୍ଜ୍ଜନ, ତହିଁର ତରଙ୍ଗମାଳାର ଗର୍ଜ୍ଜନ ଓ ଗୋଷ୍ଠୀୟମାନଙ୍କର କଳହ ଶାନ୍ତ କରିଥାଅ।


“ତୁମ୍ଭେ ଯାଇ ଶୂଶନ୍‍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋʼ ନିମନ୍ତେ ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।”


ସର୍ବଶକ୍ତିମାନ ପରମେଶ୍ୱର ତୁମ୍ଭମାନଙ୍କୁ ସେହି ବ୍ୟକ୍ତି ନିକଟରେ ଏପରି ଅନୁଗ୍ରହପାତ୍ର କରନ୍ତୁ, ଯେପରି ସେ ତୁମ୍ଭମାନଙ୍କ ଅନ୍ୟ ଭାଇଙ୍କୁ ଓ ବିନ୍ୟାମୀନ୍‍କୁ ଛାଡ଼ିଦେବ। ମାତ୍ର ଯଦି ମୋତେ ପୁତ୍ରହୀନ ହେବାକୁ ହୁଏ, ତେବେ ପୁତ୍ରହୀନ ହେବି।”


Swiv nou:

Piblisite


Piblisite