Biblia Todo Logo
Bib sou entènèt

- Piblisite -




ଯୋହନ 19:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସୈନ୍ୟମାନେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇଲା ଉତ୍ତାରେ ତାହାଙ୍କ ବସ୍ତ୍ର ଘେନି ଚାରି ଭାଗ କଲେ, ପ୍ରତ୍ୟେକ ସୈନ୍ୟ ପାଇଁ ଏକ ଏକ ଭାଗ, ଆଉ ସେମାନେ ତାହାଙ୍କ ଅଙ୍ଗରଖା ମଧ୍ୟ ନେଲେ। ସେହି ଅଙ୍ଗରଖା ସିଲେଇ ନ ହୋଇ ଉପରୁ ତଳ ଯାଏ ସମୁଦାୟ ବୁଣା ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସୈନ୍ୟମାନେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇଲା ଉତ୍ତାରେ ତାହାଙ୍କ ବସ୍ତ୍ର ଘେନି ଚାରି ଭାଗ କଲେ, ପ୍ରତ୍ୟେକ ସୈନ୍ୟ ପାଇଁ ଏକ ଏକ ଭାଗ, ଆଉ ସେମାନେ ତାହାଙ୍କ ଅଙ୍ଗରଖା ମଧ୍ୟ ନେଲେ। ସେହି ଅଙ୍ଗରଖା ସିଲାଇ ନ ହୋଇ ଉପରୁ ତଳ ଯାଏ ସମୁଦାୟ ବୁଣା ହୋଇଥିଲା।

Gade chapit la Kopi

ଓଡିଆ ବାଇବେଲ

23 ସୈନ୍ୟମାନେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇଲା ଉତ୍ତାରେ ତାହାଙ୍କ ବସ୍ତ୍ର ଘେନି ଚାରି ଭାଗ କଲେ, ପ୍ରତ୍ୟେକ ସୈନ୍ୟ ପାଇଁ ଏକ ଏକ ଭାଗ, ଆଉ ସେମାନେ ତାହାଙ୍କ ଅଙ୍ଗରଖା ମଧ୍ୟ ନେଲେ । ସେହି ଅଙ୍ଗରଖା ସିଲେଇ ନ ହୋଇ ଉପରୁ ତଳ ଯାଏ ସମୁଦାୟ ବୁଣା ହୋଇଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଯୀଶୁଙ୍କୁ କ୍ରୁଶବିଦ୍ଧ କରି ସାରିବା ପରେ ଚାରି ଜଣ ସୈନିକ ତାଙ୍କର ବସ୍ତ୍ର ଚାରି ଭାଗ କରି ବାଣ୍ଟି ନେଇଗଲେ। କିନ୍ତୁ ଯୀଶୁଙ୍କ ଉତ୍ତରୀୟଟି କୌଣସି ସ୍ଥାନରେ ଯୋଡ଼ା ନ ହୋଇ ସମୁଦାୟ ବୁଣା ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ

23 ଯୀଶୁଙ୍କୁ କ୍ରୁଶବିଦ୍ଧ କଲାପରେ ସୈନିକମାନେ ତାହାଙ୍କର ଲୁଗାପଟା ନେଇଗଲେ। ସେମାନେ ତାହାଙ୍କର ବସ୍ତ୍ର ଗ୍ଭରି ଭାଗ କଲେ। ପ୍ରତ୍ୟେକ ସୈନିକ ଗୋଟିଏ ଭାଗ ରଖିଲେ। ସେମାନେ ତାହାଙ୍କର ପିନ୍ଧା ପୋଷାକ ମଧ୍ୟ ନେଇଗଲେ। ଏହା ତଳୁ ଉପର ପର୍ଯ୍ୟନ୍ତ ବିନା ସିଲେଇରେ ଗୋଟିଏ ପୋଷାକ ଥିଲା।

Gade chapit la Kopi




ଯୋହନ 19:23
6 Referans Kwoze  

ସେତେବେଳେ ଯୀଶୁ କହିଲେ, “ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କଅଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ।” ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ।


ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, କିଏ କଅଣ ପାଇବ, ତାହା ଗୁଲିବାଣ୍ଟ ଦ୍ୱାରା ସ୍ଥିର କରି ତାହାଙ୍କ ବସ୍ତ୍ରସବୁ ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ।


ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇ ତାହାଙ୍କ ବସ୍ତ୍ରସବୁ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ,


ପରେ ସେ ତାହାଙ୍କୁ ଧରି କାରାଗାରରେ ନିକ୍ଷେପ କଲେ, ପୁଣି, ନିସ୍ତାର ପର୍ବ ଉତ୍ତାରେ ସେ ତାହାଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ନିମନ୍ତେ ମନସ୍ଥ କରି ପ୍ରତ୍ୟେକ ଦଳରେ ଚାରି ଜଣ ଲେଖାଏଁ ଥିବା ଚାରୋଟି ସେନାଦଳ ନିକଟରେ ତାହାଙ୍କୁ ଜଗିବା ପାଇଁ ସମର୍ପଣ କଲେ।


ତହିଁ ମଧ୍ୟସ୍ଥଳରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ; ସାଞ୍ଜୁଆର ଗଳଦେଶ ନ୍ୟାୟ ସେହି ଛିଦ୍ରର ଚତୁର୍ଦ୍ଦିଗରେ ବୁଣାକର୍ମ ହେବ, ତହିଁରେ ତାହା ଛିଣ୍ଡିଯିବ ନାହିଁ।


Swiv nou:

Piblisite


Piblisite