Biblia Todo Logo
Bib sou entènèt

- Piblisite -




ଯୋହନ 19:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 କିନ୍ତୁ ଯୀଶୁଙ୍କ କ୍ରୁଶ ନିକଟରେ ତାହାଙ୍କ ମାତା, ତାହାଙ୍କ ମାତାଙ୍କ ଭଉଣୀ, କ୍ଳୋପାଙ୍କ ସ୍ତ୍ରୀ ମରୀୟମ ଓ ମଗ୍‌ଦଲୀନୀ ମରୀୟମ ଠିଆ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 କିନ୍ତୁ ଯୀଶୁଙ୍କ କ୍ରୁଶ ନିକଟରେ ତାହାଙ୍କ ମାତା, ତାହାଙ୍କ ମାତାଙ୍କ ଭଗ୍ନୀ, କ୍ଳୋପାଙ୍କ ସ୍ତ୍ରୀ ମରୀୟମ ଓ ମଗ୍ଦଲୀନୀ ମରୀୟମ ଠିଆ ହୋଇଥିଲେ।

Gade chapit la Kopi

ଓଡିଆ ବାଇବେଲ

25 କିନ୍ତୁ ଯୀଶୁଙ୍କ କ୍ରୁଶ ନିକଟରେ ତାହାଙ୍କ ମାତା, ତାହାଙ୍କ ମାତାଙ୍କ ଭଗ୍ନୀ, କ୍ଳୋପାଙ୍କ ସ୍ତ୍ରୀ ମରିୟମ ଓ ମଗ୍‍ଦଲୀନୀ ମରିୟମ ଠିଆ ହୋଇଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ଯୀଶୁଙ୍କ କ୍ରୁଶ ନିକଟରେ ତାଙ୍କ ମାଁ, ତାଙ୍କ ମାଉସୀ କ୍ଳିଅପାଙ୍କ ସ୍ତ୍ରୀ ମରିୟମ ଓ ମଗ୍ଦଲିନୀ ମରିୟମ ଛିଡ଼ା ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ

25 ଯୀଶୁଙ୍କର ମା’ ତାହାଙ୍କ କ୍ରୁଶ ନିକଟରେ ଠିଆ ହୋଇଥିଲେ, ସେଠାରେ ତାହାଙ୍କର ମାଉସୀ, କ୍ଲୋପାଙ୍କ ସ୍ତ୍ରୀ ମରିୟମ ଓ ମ‌‌‌‌‌ଗ୍‌ଦଲୀନୀ ମରିୟମ ମଧ୍ୟ ଠିଆ ହୋଇଥିଲେ।

Gade chapit la Kopi




ଯୋହନ 19:25
10 Referans Kwoze  

କିନ୍ତୁ ତାହାଙ୍କର ପରିଚିତ ସମସ୍ତେ ଓ ଗାଲିଲୀରୁ ଏକତ୍ର ମିଳି ତାହାଙ୍କ ପଛେ ପଛେ ଆସିଥିବା ସ୍ତ୍ରୀଲୋକମାନେ ଦୂରରେ ଠିଆ ହୋଇ ଏହିସବୁ ଦେଖୁଥିଲେ।


ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍‌ଦଲୀନୀ ମରୀୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ।


ଆଉ ସେମାନଙ୍କ ମଧ୍ୟରୁ କ୍ଲେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କଅଣ ଏକାକୀ ସେ ସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ?


ପୁଣି, ଯେଉଁ ସ୍ତ୍ରୀମାନେ ଦୁଷ୍ଟ ଆତ୍ମା ଓ ରୋଗରୁ ସୁସ୍ଥ କରାଯାଇଥିଲେ, ଏପରି କେତେକ ସ୍ତ୍ରୀଲୋକ, ଅର୍ଥାତ୍‍ ମଗ୍‌ଦଲୀନୀ ନାମକ ମରୀୟମ, ଯାହାଙ୍କଠାରୁ ସାତ ଭୂତ ବାହାରିଯାଇଥିଲେ,


ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍‌‌ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି, ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ୍ଗ ବିଦ୍ଧ କରିବ।


[ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍‌ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ।


ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଆ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ।


Swiv nou:

Piblisite


Piblisite