ଯୋହନ 19:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାହାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, “ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର!” Gade chapit laପବିତ୍ର ବାଇବଲ (Re-edited) - (BSI)26 ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର! Gade chapit laଓଡିଆ ବାଇବେଲ26 ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର ! Gade chapit laପବିତ୍ର ବାଇବଲ (CL) NT (BSI)26 ଯୀଶୁ ମାତାଙ୍କ ପାଖରେ ତାଙ୍କ ପ୍ରିୟ ଶିଷ୍ୟଙ୍କୁ ଠିଆ ହୋଇଥିବା ଦେଖି ମାଁଙ୍କୁ କହିଲେ; “ଦେଖ, ଏ ତୁମର ପୁଅ।” Gade chapit laପବିତ୍ର ବାଇବଲ26 ଯୀଶୁ ତାହାଙ୍କ ମାଙ୍କୁ ଦେଖିଲେ। ସେ ତାହାଙ୍କର ଅତି ପ୍ରିୟ ଶିଷ୍ୟକୁ ମଧ୍ୟ ତାହାଙ୍କ ପାଖରେ ଠିଆ ହୋଇଥିବା ଦେଖିଲେ। ତାହାଙ୍କ ମାଙ୍କୁ କହିଲେ, “ପ୍ରିୟ ନାରୀ, ଏ ଦେଖ, ତୁମ୍ଭର ପୁଅ!” Gade chapit la |