ଯୋହନ 19:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ତତ୍ପରେ ସେ ସେହି ଶିଷ୍ୟଙ୍କୁ କହିଲେ, “ଦେଖ, ତୁମ୍ଭର ମାତା!” ଆଉ, ସେହି ଦଣ୍ଡରୁ ସେହି ଶିଷ୍ୟ ତାହାଙ୍କୁ ଆପଣା ଗୃହକୁ ଘେନିଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)27 ତତ୍ପରେ ସେ ସେହି ଶିଷ୍ୟଙ୍କୁ କହିଲେ, ଦେଖ, ତୁମ୍ଭର ମାତାଣ! ଆଉ, ସେହି ଦଣ୍ତରୁ ସେହି ଶିଷ୍ୟ ତାଙ୍କୁ ଆପଣା ଗୃହକୁ ଘେନିଗଲେ। Gade chapit laଓଡିଆ ବାଇବେଲ27 ତତ୍ପରେ ସେ ସେହି ଶିଷ୍ୟଙ୍କୁ କହିଲେ, ଦେଖ, ତୁମ୍ଭର ମାତା ! ଆଉ, ସେହି ଦଣ୍ଡରୁ ସେହି ଶିଷ୍ୟ ତାଙ୍କୁ ଆପଣା ଗୃହକୁ ଘେନିଗଲେ । Gade chapit laପବିତ୍ର ବାଇବଲ (CL) NT (BSI)27 ତା’ପରେ ଯୀଶୁ ସେହି ଶିଷ୍ୟକୁ କହିଲେ, “ଏ ତୁମର ମାଁ।” ସେହି ଦିନଠାରୁ ଉକ୍ତ ଶିଷ୍ୟ ଯୀଶୁଙ୍କ ମାଁଙ୍କୁ ନିଜ ଘରକୁ ନେଇଗଲେ। Gade chapit laପବିତ୍ର ବାଇବଲ27 ତା'ପରେ ଯୀଶୁ ତାହାଙ୍କର ସେହି ଶିଷ୍ୟଙ୍କୁ କହିଲେ, “ଦେଖ, ଏଠାରେ ତୁମ୍ଭର ମା।” ତେଣୁ ଏହି ଶିଷ୍ୟ ଜଣକ ଯୀଶୁଙ୍କ ମାଆଙ୍କୁ ତାହାଙ୍କ ଘରକୁ ନେଇଗଲେ। Gade chapit la |