Biblia Todo Logo
Bib sou entènèt

- Piblisite -




ଯୋହନ 19:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ସେଠାରେ ଅମ୍ଳରସ ପରିପୂର୍ଣ୍ଣ ଗୋଟିଏ ପାତ୍ର ଥିଲା; ତେଣୁ ସେମାନେ ଅମ୍ଳରସ ପରିପୂର୍ଣ୍ଣ ଗୋଟିଏ ଏଜୋବ ଖଣ୍ଡିଏ ଏଜୋପନଳରେ ଲଗାଇ ତାହାଙ୍କ ମୁଖ ପାଖକୁ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ସେଠାରେ ଅମ୍ଳରସପରିପୂର୍ଣ୍ଣ ଗୋଟିଏ ପାତ୍ର ଥିଲା; ତେଣୁ ସେମାନେ ଅମ୍ଳରସ ପରିପୂର୍ଣ୍ଣ ଗୋଟିଏ ସ୍ପଞ୍ଜ୍ ଖଣ୍ତିଏ ଏଜୋପନଳରେ ଲଗାଇ ତାହାଙ୍କ ମୁଖ ପାଖକୁ ଦେଲେ।

Gade chapit la Kopi

ଓଡିଆ ବାଇବେଲ

29 ସେଠାରେ ଅମ୍ଳରସ ପରିପୂର୍ଣ୍ଣ ଗୋଟିଏ ପାତ୍ର ଥିଲା; ତେଣୁ ସେମାନେ ଅମ୍ଳରସ ପରିପୂର୍ଣ୍ଣ ଗୋଟିଏ ସ୍ପଞ୍ଜ ଖଣ୍ଡିଏ ଏଜୋପନଳରେ ଲଗାଇ ତାହାଙ୍କ ମୁଖ ପାଖକୁ ଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ସେଠାରେ ଅମ୍ଳରସପୂର୍ଣ୍ଣ ଗୋଟିଏ ପାତ୍ର ଥିଲା ସେମାନେ ସେଥିରେ ଖଣ୍ଡେ ସ୍ପଞ୍ଜ ବୁଡ଼ାଇ ତାକୁ ବର୍ଚ୍ଛା ମୁନରେ ଲଗାଇଲେ ଏବଂ ଯୀଶୁଙ୍କ ମୁହଁ ପାଖକୁ ବଢ଼ାଇଦେଲେ।

Gade chapit la Kopi

ପବିତ୍ର ବାଇବଲ

29 ସେଠାରେ ଗୋଟିଏ ପାତ୍ରରେ ଭର୍ତ୍ତି ଖଟାପିତା ସ୍ୱାଦଯୁକ୍ତ ରସ ରଖାଯାଇଥିଲା। ସେମାନେ ଖଣ୍ଡେ ସ୍ପ‌‌‌‌‌‌ଞ୍ଜ୍‌‌‌‌କୁ ରସରେ ବୁଡ଼େଇ ଏଜୋପ ନଳରେ ଲଗାଇ ଯୀଶୁଙ୍କ ମୁଖ ପାଖକୁ ବଢ଼ାଇଲେ।

Gade chapit la Kopi




ଯୋହନ 19:29
9 Referans Kwoze  

ଏଉତ୍ତାରେ କୌଣସି ଶୁଚି ମନୁଷ୍ୟ ଏସୋବ ଶାଖା ନେଇ ଏହି ଜଳରେ ଡୁବାଇ ସେହି ତମ୍ବୁ ଉପରେ ଓ ସମସ୍ତ ପାତ୍ର ଉପରେ ଓ ସେଠାରେ ଥିବା ସମସ୍ତ ଲୋକ ଉପରେ, ପୁଣି, ଅସ୍ଥି କିମ୍ବା ହତ କିମ୍ବା ମୃତ କିମ୍ବା କବର ଛୁଇଁବା ଲୋକ ଉପରେ ତାହା ଛିଞ୍ଚିବ।


ପୁଣି, ସୈନ୍ୟମାନେ ମଧ୍ୟ ତାହାଙ୍କ ପାଖକୁ ଆସି ଅମ୍ଳରସ ଯାଚି ତାହାଙ୍କୁ ପରିହାସ କରି କହିଲେ,


ପୁଣି, ଜଣେ ଦୌଡ଼ିଯାଇ ଗୋଟିଏ ଏଜୋବ ଅମ୍ଳରସରେ ପୂର୍ଣ୍ଣ କରି ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଇ କହିଲା, ରୁହ, ଏଲୀୟ ଏହାକୁ ଓହ୍ଲାଇବାକୁ ଆସୁଅଛନ୍ତି କି ନାହିଁ ଦେଖିବା।


ଆଉ ସେହିକ୍ଷଣି ସେମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ଗୋଟିଏ ଏଜୋବ ନେଇ ତାହା ଅମ୍ଳରସରେ ପୂର୍ଣ୍ଣ କଲା, ଆଉ ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଲା।


ପୁଣି, ବିଡ଼ାଏ ଏସୋବ ଘେନି ପାତ୍ରସ୍ଥିତ ରକ୍ତରେ ବୁଡ଼ାଇ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ପାତ୍ରସ୍ଥିତ ରକ୍ତ ଲଗାଅ; ପୁଣି, ପ୍ରଭାତ ପର୍ଯ୍ୟନ୍ତ ତୁମ୍ଭମାନଙ୍କର କେହି ଗୃହ ଦ୍ୱାରରେ ବାହାରକୁ ନ ଯାଉ।


ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।


ତାହାଙ୍କୁ ପିତ୍ତା ମିଶାଯାଇଥିବା ଦ୍ରାକ୍ଷାରସ ପାନ କରିବାକୁ ଦେଲେ, ମାତ୍ର ସେ ତାହା ଆସ୍ୱାଦନ କରି ପାନ କରିବାକୁ ଇଚ୍ଛା କଲେ ନାହିଁ।


ପୁଣି, ସେ ଲିବାନୋନର ଏରସ ବୃକ୍ଷଠାରୁ ପ୍ରାଚୀରରେ ଉତ୍ପନ୍ନ ଏସୋବ ତୃଣ ପର୍ଯ୍ୟନ୍ତ ବୃକ୍ଷମାନର ବର୍ଣ୍ଣନା କଲେ; ସେ ପଶୁ ଓ ପକ୍ଷୀ ଓ ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ମଧ୍ୟ ବର୍ଣ୍ଣନା କଲେ।


କିନ୍ତୁ ଯୀଶୁ ପୁନର୍ବାର ଉଚ୍ଚସ୍ୱରରେ ଡାକି ପ୍ରାଣତ୍ୟାଗ କଲେ।


Swiv nou:

Piblisite


Piblisite