Biblia Todo Logo
Bib sou entènèt

- Piblisite -




ଯୋହନ 19:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେମାନେ ତାହାଙ୍କ ନିକଟକୁ ଆସି କହିଲେ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର; ପୁଣି, ସେମାନେ ତାହାଙ୍କୁ ଚାପୁଡ଼ା ମାରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେମାନେ ତାହାଙ୍କ ନିକଟକୁ ଆସି କହିଲେ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର; ପୁଣି, ସେମାନେ ତାହାଙ୍କୁ ଚାପୁଡ଼ା ମାରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

3 ସେମାନେ ତାହାଙ୍କ ନିକଟକୁ ଆସି କହିଲେ, ହେ ଯିହୂଦୀମାନଙ୍କ ରାଜା, ନମସ୍କାର; ପୁଣି, ସେମାନେ ତାହାଙ୍କୁ ଚାପୁଡ଼ା ମାରିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଏବଂ “ଇହୁଦୀମାନଙ୍କର ରାଜା ଦୀର୍ଘଜୀବୀ ହେଉନ୍ତୁ” ବୋଲି କହି ତାଙ୍କୁ ଚାପୁଡ଼ା ମାରିଲେ।

Gade chapit la Kopi

ପବିତ୍ର ବାଇବଲ

3 ସୈନିକମାନେ ଯୀଶୁଙ୍କ ପାଖକୁ ବହୁତ ଥର ଆସିଲେ ଓ କହିଲେ, “ହେ! ଯିହୂଦୀମାନଙ୍କ ରାଜା।” ସେମାନେ ଯୀଶୁଙ୍କୁ ଗ୍ଭପୁଡ଼ା ମାରିଲେ।

Gade chapit la Kopi




ଯୋହନ 19:3
7 Referans Kwoze  

ଆଉ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କର ଦକ୍ଷିଣ ହସ୍ତରେ ଖଣ୍ଡିଏ ନଳ ଦେଲେ, ପୁଣି, ତାହାଙ୍କ ସମ୍ମୁଖରେ ଜାନୁ ପାତି ଏହା କହି ତାହାଙ୍କୁ ପରିହାସ କଲେ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର।


ଅତଏବ, ପୀଲାତ ପୁନର୍ବାର ପ୍ରାସାଦ ମଧ୍ୟରେ ପ୍ରବେଶ କରି ଯୀଶୁଙ୍କୁ ଡାକି ତାହାଙ୍କୁ ପଚାରିଲେ, ତୁମ୍ଭେ କଅଣ ଯିହୁଦୀମାନଙ୍କର ରାଜା?


ସେ ଏହା କହିବାରୁ ପଦାତିକମାନଙ୍କ ମଧ୍ୟରୁ ପାଖରେ ଠିଆ ହୋଇଥିବା ଜଣେ ଯୀଶୁଙ୍କୁ ଚାପୁଡ଼ା ମାରି କହିଲା, ତୁ ମହାଯାଜକଙ୍କୁ ଏପରି ଉତ୍ତର ଦେଉଅଛୁ?


ସେ ଗୃହରେ ପ୍ରବେଶ କରି ତାହାଙ୍କ ନିକଟକୁ ଆସି କହିଲେ, ଆଗୋ ଅନୁଗ୍ରହପାତ୍ରୀ, ତୁମ୍ଭର ମଙ୍ଗଳ ହେଉ, ପ୍ରଭୁ ତୁମ୍ଭର ସହବର୍ତ୍ତୀ।


ଆଉ, ସେ ସେହିକ୍ଷଣି ଯୀଶୁଙ୍କ ନିକଟକୁ ଆସି, ହେ ଗୁରୁ, ନମସ୍କାର, ଏହା କହି ତାହାଙ୍କୁ ବହୁତ ଚୁମ୍ବନ କଲା।


ଆଉ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ।


Swiv nou:

Piblisite


Piblisite