ଯୋହନ 19:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଅତଏବ, ସୈନ୍ୟମାନେ ଆସି ପ୍ରଥମ ଜଣକର ଗୋଡ଼ ଓ ତାହା ସହିତ ଯେଉଁ ଜଣକ କ୍ରୁଶରେ ଚଢ଼ାଯାଇଥିଲା, ତାହାର ଗୋଡ଼ ମଧ୍ୟ ଭାଙ୍ଗି ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)32 ଅତଏବ, ସୈନ୍ୟମାନେ ଆସି ପ୍ରଥମ ଜଣକର ଗୋଡ଼ ଓ ତାହା ସହିତ ଯେଉଁ ଜଣକ କ୍ରୁଶରେ ଚଢ଼ାଯାଇଥିଲା, ତାହାର ଗୋଡ଼ ମଧ୍ୟ ଭାଙ୍ଗି ଦେଲେ। Gade chapit laଓଡିଆ ବାଇବେଲ32 ଅତଏବ, ସୈନ୍ୟମାନେ ଆସି ପ୍ରଥମ ଜଣକର ଗୋଡ଼ ଓ ତାହା ସହିତ ଯେଉଁ ଜଣକ କ୍ରୁଶରେ ଚଢ଼ାଯାଇଥିଲା, ତାହାର ଗୋଡ଼ ମଧ୍ୟ ଭାଙ୍ଗି ଦେଲେ । Gade chapit laପବିତ୍ର ବାଇବଲ (CL) NT (BSI)32 ତେଣୁ ସୈନିକମାନେ ଯାଇ ଯୀଶୁଙ୍କ ସହିତ କ୍ରୁଶବିଦ୍ଧ ହୋଇଥିବା ଅନ୍ୟ ଦୁଇ ଜଣ ଲୋକର ଗୋଡ଼ ଭାଙ୍ଗି ଦେଲେ। Gade chapit laପବିତ୍ର ବାଇବଲ32 ତେଣୁ ସୈନିକମାନେ ଆସି ପ୍ରଥମ ଲୋକଟିର ଗୋଡ଼ ଭାଙ୍ଗିଦେଲେ। ତା'ପରେ ସେମାନେ ଅନ୍ୟ ଲୋକଟିର ଗୋଡ଼ ଭାଙ୍ଗିଦେଲେ। Gade chapit la |