ଯୋହନ 19:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍କ୍ଷଣାତ୍ ରକ୍ତ ଓ ଜଳ ବାହାର ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)34 କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍କ୍ଷଣାତ୍ ରକ୍ତ ଓ ଜଳ ବାହାର ହେଲା। Gade chapit laଓଡିଆ ବାଇବେଲ34 କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍କ୍ଷଣାତ୍ ରକ୍ତ ଓ ଜଳ ବାହାର ହେଲା । Gade chapit laପବିତ୍ର ବାଇବଲ (CL) NT (BSI)34 ତଥାପି ଜଣେ ସୈନିକ ଯୀଶୁଙ୍କ ଶରୀରର ପାଶ୍ୱର୍ଦେଶରେ ବର୍ଚ୍ଛାବିଦ୍ଧ କଲା ଏବଂ ସେଥିରୁ ଜଳ ଓ ରକ୍ତ ନିର୍ଗତ ହେଲା। Gade chapit laପବିତ୍ର ବାଇବଲ34 କିନ୍ତୁ ଜଣେ ସୈନିକ ବର୍ଚ୍ଛା ଦ୍ୱାରା ତାହାଙ୍କର କକ୍ଷଦେଶକୁ ବିଦ୍ଧ କଲା। ସଙ୍ଗେ ସଙ୍ଗେ ତହିଁରୁ ରକ୍ତ ଓ ଜଳ ବୋହି ଆସିଲା। Gade chapit la |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।