ଯୋହନ 19:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ଯେଉଁ ନୀକଦୀମ ପ୍ରଥମେ ରାତ୍ରିକାଳରେ ତାହାଙ୍କ ନିକଟକୁ ଆସିଥିଲେ, ସେ ମଧ୍ୟ ପ୍ରାୟ ପଚାଶ ସେର ଗନ୍ଧରସ ମିଶ୍ରିତ ଅଗୁରୁ ଘେନି ଆସିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)39 ଯେଉଁ ନୀକଦୀମ ପ୍ରଥମେ ରାତ୍ରିକାଳରେ ତାହାଙ୍କ ନିକଟକୁ ଆସିଥିଲେ, ସେ ମଧ୍ୟ ପ୍ରାୟ ପଚାଶ ସେର ଗନ୍ଧରସମିଶ୍ରିତ ଅଗୁରୁ ଘେନି ଆସିଲେ। Gade chapit laଓଡିଆ ବାଇବେଲ39 ଯେଉଁ ନୀକଦୀମ ପ୍ରଥମେ ରାତ୍ରିକାଳରେ ତାହାଙ୍କ ନିକଟକୁ ଆସିଥିଲେ, ସେ ମଧ୍ୟ ପ୍ରାୟ ପଚାଶ ସେର ଗନ୍ଧରସ ମିଶ୍ରିତ ଅଗୁରୁ ଘେନି ଆସିଲେ । Gade chapit laପବିତ୍ର ବାଇବଲ (CL) NT (BSI)39 ତାଙ୍କ ସହିତ ଥିଲେ ନିକଦୀମ। ଏହି ନିକଦୀମ ଦିନେ ରାତିରେ ଯୀଶୁଙ୍କୁ ସାକ୍ଷାତ କରିବାକୁ ଯାଇଥିଲେ। ନିକଦୀମ ପ୍ରାୟ ତିରିଶ କିଲୋ ଗନ୍ଧରସ ମିଶା ଅଗୁରୁ ସାଙ୍ଗରେ ଆଣିଥିଲେ। Gade chapit laପବିତ୍ର ବାଇବଲ39 ନୀକଦୀମ ମଧ୍ୟ ଯୋସେଫଙ୍କ ସହିତ ଗଲେ। ସେ ପ୍ରଥମେ ଯୀଶୁଙ୍କ ସହିତ ରାତ୍ରିରେ ସାକ୍ଷାତ କରିବାକୁ ଯାଇଥିଲେ ଓ ତାହାଙ୍କ ସହିତ କଥା ହୋଇଥିଲେ। ସେ ଯୀଶୁଙ୍କ ଦେହରେ ଲଗାଇବା ପାଇଁ ପ୍ରାୟ ପ୍ରଗ୍ଭଶ କିଲୋଗ୍ରାମ ଗନ୍ଧରସ ମିଶ୍ରିତ ଅଗୁରୁ ଘେନି ଆସିଲେ। Gade chapit la |