ଯୋହନ 19:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ସେମାନେ ଯୀଶୁଙ୍କର ଶରୀର ଘେନି ଯିହୁଦୀମାନଙ୍କର ସମାଧି ଦେବା ରୀତି ଅନୁସାରେ ତାହା ସୁଗନ୍ଧିଦ୍ରବ୍ୟ ସହିତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)40 ସେମାନେ ଯୀଶୁଙ୍କର ଶରୀର ଘେନି ଯିହୁଦୀ-ମାନଙ୍କର ସମାଧି ଦେବା ରୀତି ଅନୁସାରେ ତାହା ସୁଗନ୍ଧିଦ୍ରବ୍ୟ ସହିତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇଦେଲେ। Gade chapit laଓଡିଆ ବାଇବେଲ40 ସେମାନେ ଯୀଶୁଙ୍କର ଶରୀର ଘେନି ଯିହୂଦୀମାନଙ୍କର ସମାଧି ଦେବା ରୀତି ଅନୁସାରେ ତାହା ସୁଗନ୍ଧିଦ୍ରବ୍ୟ ସହିତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇଦେଲେ । Gade chapit laପବିତ୍ର ବାଇବଲ (CL) NT (BSI)40 ଶବକୁ ସମାଧି ଦେବା ପୂର୍ବରୁ ପ୍ରସ୍ତୁତ କରିବା ପାଇଁ ଇହୁଦୀମାନଙ୍କ ପ୍ରଥାନୁଯାୟୀ ଯୋସେଫ ଓ ନିକଦୀମ ଯୀଶୁଙ୍କ ଶରୀର ଉପରେ ସୁଗନ୍ଧି ଦ୍ରବ୍ୟ ମାଖି ତାଙ୍କୁ ଚାଦରରେ ଗୁଡ଼ାଇ ଦେଲେ। Gade chapit laପବିତ୍ର ବାଇବଲ40 ଯିହୂଦୀମାନଙ୍କର ସମାଧି ଦେବା ପ୍ରଥାନୁସାରେ ସେମାନେ ଦୁହେଁ ଯୀଶୁଙ୍କର ମୃତଦେହକୁ ସୁଗନ୍ଧି ଅଗୁରୁ ସହିତ ପତଳା ଲୁଗାରେ ଗୁଡ଼େଇ ଦେଲେ। Gade chapit la |