ଯୋହନ 19:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ସେ ଯେଉଁ ସ୍ଥାନରେ କ୍ରୁଶରେ ଚଢ଼ାଯାଇଥିଲେ, ସେ ସ୍ଥାନରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେହି ଉଦ୍ୟାନରେ ଗୋଟିଏ ନୂତନ ସମାଧି ଥିଲା, ସେଥିରେ କେହି କେବେ ରଖାଯାଇ ନ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)41 ସେ ଯେଉଁ ସ୍ଥାନରେ କ୍ରୁଶରେ ଚଢ଼ାଯାଇଥିଲେ, ସେସ୍ଥାନରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେହି ଉଦ୍ୟାନରେ ଗୋଟିଏ ନୂତନ ସମାଧି ଥିଲା, ସେଥିରେ କେହି କେବେ ରଖାଯାଇ ନ ଥିଲା। Gade chapit laଓଡିଆ ବାଇବେଲ41 ସେ ଯେଉଁ ସ୍ଥାନରେ କ୍ରୁଶରେ ଚଢ଼ାଯାଇଥିଲେ, ସେ ସ୍ଥାନରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେହି ଉଦ୍ୟାନରେ ଗୋଟିଏ ନୂତନ ସମାଧି ଥିଲା, ସେଥିରେ କେହି କେବେ ରଖାଯାଇ ନ ଥିଲା । Gade chapit laପବିତ୍ର ବାଇବଲ (CL) NT (BSI)41 ଯୀଶୁ ଯେଉଁ ସ୍ଥାନରେ ମୃତ୍ୟୁଭୋଗ କରିଥିଲେ, ତା’ ନିକଟରେ ଗୋଟିଏ ଉଦ୍ୟାନ ଥିଲା। ତା’ ମଧ୍ୟରେ ଗୋଟିଏ ନୂତନ ସମାଧି ଥିଲା। ସେଥିରେ ପୂର୍ବରୁ କାହାକୁ ସମାଧି ଦିଆଯାଇ ନ ଥିଲା। Gade chapit laପବିତ୍ର ବାଇବଲ41 ଯୀଶୁଙ୍କୁ ଯେଉଁଠାରେ କ୍ରୁଶବିଦ୍ଧ କରାଯାଇଥିଲା, ସେହି ସ୍ଥାନ ପାଖରେ ଗୋଟିଏ ବଗିଗ୍ଭ ଥିଲା। ସେହି ବଗିଗ୍ଭରେ ଗୋଟିଏ ନୂଆ କବର ଥିଲା, ଯେଉଁଥିରେ ପୂର୍ବରୁ କାହାକୁ ସମାଧି ଦିଆ ଯାଇ ନ ଥିଲା, Gade chapit la |