ଯୋହନ 19:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେଥିରେ ଯୀଶୁ ସେହି କଣ୍ଟାର ମୁକୁଟ ଓ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ରରେ ପରିହିତ ହୋଇ ବାହାରକୁ ଆସିଲେ। ପୀଲାତ ସେମାନଙ୍କୁ କହିଲେ, ଦେଖ, ସେହି ଲୋକ! Gade chapit laପବିତ୍ର ବାଇବଲ (Re-edited) - (BSI)5 ସେଥିରେ ଯୀଶୁ ସେହି କଣ୍ଟାର ମୁକୁଟ ଓ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ରରେ ପରିହିତ ହୋଇ ବାହାରକୁ ଆସିଲେ। ପୀଲାତ ସେମାନଙ୍କୁ କହିଲେ, ଦେଖ, ସେହି ଲୋକ ! Gade chapit laଓଡିଆ ବାଇବେଲ5 ସେଥିରେ ଯୀଶୁ ସେହି କଣ୍ଟାର ମୁକୁଟ ଓ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ରରେ ପରିହିତ ହୋଇ ବାହାରକୁ ଆସିଲେ । ପୀଲାତ ସେମାନଙ୍କୁ କହିଲେ, ଦେଖ, ସେହି ଲୋକ ! Gade chapit laପବିତ୍ର ବାଇବଲ (CL) NT (BSI)5 ବାଇଗଣିଆ ପୋଷାକ ଓ କଣ୍ଟା ମୁକୁଟ ପିନ୍ଧି ଯୀଶୁ ବାହାରକୁ ଆସିଲେ ଏବଂ ପିଲାତ ଜନତାକୁ କହିଲେ, “ଦେଖ, ଏ ସେହି ବ୍ୟକ୍ତି।” Gade chapit laପବିତ୍ର ବାଇବଲ5 ତା'ପରେ ଯୀଶୁ ବାହାରକୁ ଆସିଲେ। ସେ କଣ୍ଟାର ମୁକୁଟ ଓ ବାଇଗଣୀ ରଙ୍ଗର ପୋଷାକ ପିନ୍ଧିଥିଲେ। ପୀଲାତ କହିଲେ, “ଦେଖ, ସେହି ଲୋକ।” Gade chapit la |