ଯୋହନ 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)10 ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ। Gade chapit laଓଡିଆ ବାଇବେଲ10 ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ । Gade chapit laପବିତ୍ର ବାଇବଲ (CL) NT (BSI)10 “ସମସ୍ତେ ସବୁଠୁ ଉକ୍ରୃଷ୍ଟ ଦ୍ରାକ୍ଷାରସ ପ୍ରଥମେ ପରିବେଷଣ କରନ୍ତି ଏବଂ ଅତିଥିମାନେ ତାହା ପାନ କରି ପରିତୃପ୍ତ ହେବା ପରେ ସାଧାରଣ ଦ୍ରାକ୍ଷାରସ ଦିଅନ୍ତି। କିନ୍ତୁ ତୁମେ ସବୁଠାରୁ ଭଲ ଦ୍ରାକ୍ଷାରସ ଶେଷ ପର୍ଯ୍ୟନ୍ତ ରଖିଛ!” Gade chapit laପବିତ୍ର ବାଇବଲ10 ସେ ବରକୁ କହିଲେ, “ଲୋକମାନେ ସବୁବେଳେ ସବୁଠାରୁ ଉତ୍ତମ ଦ୍ରାକ୍ଷାରସ ପ୍ରଥମେ ପିଇବାକୁ ଦିଅନ୍ତି। ଅତିଥିମାନେ ଯଥେଷ୍ଟ ପିଇ ମାତାଲ ହେବାପରେ ସେମାନେ ଶସ୍ତା ଦ୍ରାକ୍ଷାରସ ଦିଅନ୍ତି। କିନ୍ତୁ ତୁମ୍ଭେ ତ ଏପର୍ଯ୍ୟନ୍ତ ଉତ୍ତମ ଦ୍ରାକ୍ଷାରସ ରଖିଅଛ।” Gade chapit la |