ଯୋହନ 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯୀଶୁ ଏହି ପ୍ରକାରେ ଗାଲିଲୀର କାନ୍ନାରେ ଆଶ୍ଚର୍ଯ୍ୟକର୍ମ ଆରମ୍ଭ କରି ଆପଣା ମହିମା ପ୍ରକାଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କଠାରେ ବିଶ୍ୱାସ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଯୀଶୁ ଏହି ପ୍ରକାରେ ଗାଲିଲୀର କାନ୍ନାରେ ଆଶ୍ଚର୍ଯ୍ୟକର୍ମ ଆରମ୍ଭ କରି ଆପଣା ମହିମା ପ୍ରକାଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କଠାରେ ବିଶ୍ଵାସ କଲେ। Gade chapit laଓଡିଆ ବାଇବେଲ11 ଯୀଶୁ ଏହି ପ୍ରକାରେ ଗାଲିଲୀର କାନ୍ନାରେ ଆଶ୍ଚର୍ଯ୍ୟକର୍ମ ଆରମ୍ଭ କରି ଆପଣା ମହିମା ପ୍ରକାଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କଠାରେ ବିଶ୍ୱାସ କଲେ । Gade chapit laପବିତ୍ର ବାଇବଲ (CL) NT (BSI)11 ଯୀଶୁ ତାଙ୍କର ଏହି ପ୍ରଥମ ଅଲୌକିକ କାର୍ଯ୍ୟ ଗାଲିଲୀର କାନ୍ନା ସହରରେ କରିଥିଲେ। ସେଠାରେ ସେ ତାଙ୍କର ମହିମା ପ୍ରକାଶ କଲେ ଏବଂ ଶିଷ୍ୟମାନେ ତାଙ୍କଠାରେ ବିଶ୍ୱାସ କଲେ। Gade chapit laପବିତ୍ର ବାଇବଲ11 ଏହା ଯୀଶୁଙ୍କର ପ୍ରଥମ ଆଶ୍ଚର୍ଯ୍ୟକାର୍ଯ୍ୟ ଥିଲା। ସେ ଏହି ଆଶ୍ଚର୍ଯ୍ୟକାମ ଗାଲିଲୀର କାନ୍ନା ସହରରେ କରିଥିଲେ। ଏହିପରି ଭାବେ ସେ ଆପଣା ମହିମା ଦେଖାଇଲେ। ଏବଂ ତାହାଙ୍କର ଶିଷ୍ୟମାନେ ତାହାଙ୍କ ଉପରେ ବିଶ୍ୱାସ କଲେ। Gade chapit la |