ଯୋହନ 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେତେବେଳେ ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମ ସହରକୁ ଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ସେତେବେଳେ ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମକୁ ଗଲେ। Gade chapit laଓଡିଆ ବାଇବେଲ13 ସେତେବେଳେ ଯିହୂଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମକୁ ଗଲେ । Gade chapit laପବିତ୍ର ବାଇବଲ (CL) NT (BSI)13 ଇହୁଦୀମାନଙ୍କର ନିସ୍ତାର ପର୍ବ ଅତି ନିକଟ ହୋଇ ଆସିଲା। ତେଣୁ ଯୀଶୁ ଯିରୂଶଶଲମକୁ ଗଲେ। Gade chapit laପବିତ୍ର ବାଇବଲ13 ସେତେବେଳେ ଯିହୂଦୀମାନଙ୍କର ନିସ୍ତାରପର୍ବର ସମୟ ପାଖ ହୋଇଆସୁଥିଲା। ତେଣୁ ଯୀଶୁ ଯିରୁଶାଲମକୁ ଗଲେ। Gade chapit la |