ଯୋହନ 2:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇ ପକାଇଲେ; Gade chapit laପବିତ୍ର ବାଇବଲ (Re-edited) - (BSI)15 ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇପକାଇଲେ; Gade chapit laଓଡିଆ ବାଇବେଲ15 ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇ ପକାଇଲେ; Gade chapit laପବିତ୍ର ବାଇବଲ (CL) NT (BSI)15 ଯୀଶୁ ଦଉଡ଼ି ବଳି ଗୋଟିଏ ଚାବୁକ ତିଆରି କଲେ ଏବଂ ଗୋରୁ, ମେଣ୍ଢାମାନଙ୍କୁ ମନ୍ଦିରରୁ ବାହାର କରିଦେଲେ। ମୁଦ୍ରା ବିନିମୟକାରୀମାନଙ୍କର ମେଜସବୁ ଓଲଟାଇ ଦେଇ ମୁଦ୍ରାଗୁଡ଼ିକୁ ତଳେ ବିଞ୍ଚି ଦେଲେ। Gade chapit laପବିତ୍ର ବାଇବଲ15 ଯୀଶୁ କେତେ ଖଣ୍ଡ ଦଉଡ଼ିରେ ଗୋଟିଏ ଚାବୁକ ତିଆରି କଲେ। ତା'ପରେ ଯୀଶୁ ସେ ସମସ୍ତ ଲୋକମାନଙ୍କୁ, ମେଣ୍ଢାଗୁଡ଼ିକୁ ଓ ଗୋରୁଗୁଡ଼ିକୁ ସେଠାରୁ ଜୋର୍ ଜବରଦସ୍ତି ତଡ଼ି ଦେଲେ। ସେ ମୁଦ୍ରା ବିନିମୟକାରୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ମେଜଗୁଡ଼ିକ ଓଲଟେଇ ଦେଲେ। Gade chapit la |