Biblia Todo Logo
Bib sou entènèt

- Piblisite -




ଯୋହନ 2:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତୁମ୍ଭ ଗୃହ ନିମନ୍ତେ ଉଦ୍‌ଯୋଗ ମୋତେ ଗ୍ରାସ କରିବ, ଏହା ଲେଖାଅଛି ବୋଲି ତାହାଙ୍କ ଶିଷ୍ୟମାନଙ୍କର ମନରେ ପଡ଼ିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତୁମ୍ଭ ଗୃହ ନିମନ୍ତେ ଉଦ୍ଯୋଗ ମୋତେ ଗ୍ରାସ କରିବ, ଏହା ଲେଖା ଅଛି ବୋଲି ତାହାଙ୍କ ଶିଷ୍ୟମାନଙ୍କର ମନରେ ପଡ଼ିଲା।

Gade chapit la Kopi

ଓଡିଆ ବାଇବେଲ

17 ତୁମ୍ଭ ଗୃହ ନିମନ୍ତେ ଉଦ୍‍ଯୋଗ ମୋତେ ଗ୍ରାସ କରିବ, ଏହା ଲେଖା ଅଛି ବୋଲି ତାହାଙ୍କ ଶିଷ୍ୟମାନଙ୍କର ମନରେ ପଡ଼ିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଏହା ଦେଖି ଶାସ୍ତ୍ରରେ ଲିଖିତ ଏକ ଉକ୍ତି ଶିଷ୍ୟମାନଙ୍କର ମନେ ପଡ଼ିଲା, “ତୁମ ଗୃହ ପ୍ରତି ମୋର ଭକ୍ତି ମୋ’ ଭିତରେ ଅଗ୍ନି ପରି ପ୍ରଜ୍ଜ୍ୱଳିତ ହେଉଛି।”

Gade chapit la Kopi

ପବିତ୍ର ବାଇବଲ

17 ଏହିସବୁ ଘଟଣା ଘଟିବା ବେଳେ ଯୀଶୁଙ୍କର ଶିଷ୍ୟମାନେ ଶାସ୍ତ୍ରରେ ଲେଖା ହୋଇଥିବା ଏହି ବାଣୀ ମନେ ପକାଇଲେ: “ତୁମ୍ଭ ଗୃହ ପାଇଁ ମୋର ଅନୁରାଗ ମୋତେ ଗ୍ରାସ କରିବ।”

Gade chapit la Kopi




ଯୋହନ 2:17
4 Referans Kwoze  

କାରଣ ତୁମ୍ଭ ଗୃହବିଷୟକ ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି।


ମୋହର ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି, କାରଣ ମୋହର ବିପକ୍ଷଗଣ ତୁମ୍ଭର ବାକ୍ୟସବୁ ପାସୋରିଅଛନ୍ତି।


ଯୀଶୁ ମଧ୍ୟ ଆପଣା ଶିଷ୍ୟମାନଙ୍କ ସହିତ ସେହି ବିବାହକୁ ନିମନ୍ତ୍ରିତ ହେଲେ।


ଏଣୁ ସେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ସେ ଏହା କହିଥିଲେ ବୋଲି ସ୍ମରଣ କଲେ; ପୁଣି, ସେମାନେ ଧର୍ମଶାସ୍ତ୍ର ଓ ଯୀଶୁଙ୍କ କଥିତ ବାକ୍ୟ ବିଶ୍ୱାସ କଲେ।


Swiv nou:

Piblisite


Piblisite