ଯୋହନ 2:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଣୁ ସେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ସେ ଏହା କହିଥିଲେ ବୋଲି ସ୍ମରଣ କଲେ; ପୁଣି, ସେମାନେ ଧର୍ମଶାସ୍ତ୍ର ଓ ଯୀଶୁଙ୍କ କଥିତ ବାକ୍ୟ ବିଶ୍ୱାସ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)22 ଏଣୁ ସେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ସେ ଏହା କହିଥିଲେ ବୋଲି ସ୍ମରଣ କଲେ; ପୁଣି, ସେମାନେ ଧର୍ମଶାସ୍ତ୍ର ଓ ଯୀଶୁଙ୍କ କଥିତ ବାକ୍ୟ ବିଶ୍ଵାସ କଲେ। Gade chapit laଓଡିଆ ବାଇବେଲ22 ଏଣୁ ସେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ସେ ଏହା କହିଥିଲେ ବୋଲି ସ୍ମରଣ କଲେ; ପୁଣି, ସେମାନେ ଧର୍ମଶାସ୍ତ୍ର ଓ ଯୀଶୁଙ୍କ କଥିତ ବାକ୍ୟ ବିଶ୍ୱାସ କଲେ । Gade chapit laପବିତ୍ର ବାଇବଲ (CL) NT (BSI)22 ତାଙ୍କ ପୁନରୁତ୍ଥାନ ପରେ ଶିଷ୍ୟମାନଙ୍କର ମନେ ପଡ଼ିଲା ଯେ ସେ ଏହା କହିଥିଲେ। ତେଣୁ ସେମାନେ ଧର୍ମଶାସ୍ତ୍ର ଓ ଯୀଶୁଙ୍କ କଥାରେ ବିଶ୍ୱାସ କଲେ। Gade chapit laପବିତ୍ର ବାଇବଲ22 ଏଣୁ ସେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ସେ ଏହା କହିଥିଲେ ବୋଲି ସ୍ମରଣ କଲେ। ତେଣୁ ତାହାଙ୍କର ଶିଷ୍ୟମାନେ ତାହାଙ୍କ ବିଷୟରେ ଶାସ୍ତ୍ରରେ ଯାହା ଲେଖାଥିଲା ଓ ଯୀଶୁ ଯାହା କହିଥିଲେ, ସେସବୁ କଥା ବିଶ୍ୱାସ କଲେ। Gade chapit la |