Biblia Todo Logo
Bib sou entènèt

- Piblisite -




ଯୋହନ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପରେ ଦ୍ରାକ୍ଷାରସ ସରିଯିବାରୁ ଯୀଶୁଙ୍କ ମାତା ତାହାଙ୍କୁ କହିଲେ, ସେମାନଙ୍କର ଦ୍ରାକ୍ଷାରସ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପରେ ଦ୍ରାକ୍ଷାରସ ସରିଯିବାରୁ ଯୀଶୁଙ୍କ ମାତା ତାହାଙ୍କୁ କହିଲେ, ସେମାନଙ୍କର ଦ୍ରାକ୍ଷାରସ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ପରେ ଦ୍ରାକ୍ଷାରସ ସରିଯିବାରୁ ଯୀଶୁଙ୍କ ମାତା ତାହାଙ୍କୁ କହିଲେ, ସେମାନଙ୍କର ଦ୍ରାକ୍ଷାରସ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଭୋଜି ଶେଷ ନ ହେବା ପୂର୍ବରୁ ଦ୍ରାକ୍ଷାରସ ସରିଯିବାରୁ ତାଙ୍କ ମା’ ଯୀଶୁଙ୍କୁ କହିଲେ, “ସେମାନଙ୍କ ପାଖରେ ଆଉ ଟିକିଏ ହେଲେ ଦ୍ରାକ୍ଷାରସ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

3 ସେହି ବିବାହ ଉତ୍ସବରେ ସମସ୍ତଙ୍କ ପାଇଁ ଯଥେଷ୍ଟ ପରିମାଣରେ ଦ୍ରାକ୍ଷାରସ ନ ଥିଲା। ତେଣୁ ପରେ ଦ୍ରାକ୍ଷାରସ ସରିଯିବାରୁ ଯୀଶୁଙ୍କର ମା ଆସି ତାହାଙ୍କୁ କହିଲେ, “ସେମାନଙ୍କର ଆଉ ଦ୍ରାକ୍ଷାରସ ନାହିଁ।”

Gade chapit la Kopi




ଯୋହନ 2:3
8 Referans Kwoze  

ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।


କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।


ତେଣୁ ସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୁ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି।


“ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ।


ଦ୍ରାକ୍ଷାରସ ସକାଶେ ସଡ଼କରେ ଚିତ୍କାର ହୁଏ; ସବୁ ପ୍ରକାର ଆନନ୍ଦ ଅନ୍ଧକାରାଚ୍ଛନ୍ନ ହୋଇଅଛି, ଦେଶର ଆମୋଦ ଯାଇଅଛି।


ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; ଧନସବୁ କାର୍ଯ୍ୟରେ ଆସେ।


ଯୀଶୁ ମଧ୍ୟ ଆପଣା ଶିଷ୍ୟମାନଙ୍କ ସହିତ ସେହି ବିବାହକୁ ନିମନ୍ତ୍ରିତ ହେଲେ।


ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଗୋ ନାରୀ, ମୋତେ କାହିଁକି ଏଥିରେ ଜଡ଼ିତ କରୁଅଛ? ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ।”


Swiv nou:

Piblisite


Piblisite