ଯୋହନ 20:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍ଦଲୀନୀ ମରୀୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍ଦଲୀନୀ ମରୀୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ। Gade chapit laଓଡିଆ ବାଇବେଲ1 ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍ଦଲୀନୀ ମରିୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ । Gade chapit laପବିତ୍ର ବାଇବଲ (CL) NT (BSI)1 ରବିବାର ଦିନ ଅତି ପ୍ରତ୍ୟୁଷରେ ଅନ୍ଧାର ଥାଉ ଥାଉ ମଗ୍ଦଲିନୀ ମରିୟମ ଯୀଶୁଙ୍କ ସମାଧି ନିକଟକୁ ଯାଇ ଦେଖିଲେ, ସମାଧି ମୁହଁରୁ ପଥରଟି ଘୁଞ୍ଚା ଯାଇଛି। Gade chapit laପବିତ୍ର ବାଇବଲ1 ରବିବାର ଦିନ ପାହାନ୍ତିଆରେ ମଗ୍ଦଲୀନୀ ମରିୟମ ଯୀଶୁଙ୍କର କବର ନିକଟକୁ ଆସିଲେ। ସେତେବେଳେ ତଥାପି ଅନ୍ଧାର ଥିଲା। ସେ ଦେଖିଲେ ଯେ, ବହୂତ ବଡ଼ ପଥରଟି କବର ଦ୍ୱାରା ପାଖରୁ ଦୂରକୁ ଘୁଞ୍ଚି ଯାଇଛି। Gade chapit la |