Biblia Todo Logo
Bib sou entènèt

- Piblisite -




ଯୋହନ 20:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କିନ୍ତୁ ମରୀୟମ ରୋଦନ କରୁ କରୁ ବାହାରେ ସମାଧି ନିକଟରେ ଠିଆ ହୋଇ ରହିଲେ; ପୁଣି, ରୋଦନ କରୁ କରୁ ସେ ନଇଁପଡ଼ି ସମାଧି ଭିତରକୁ ଚାହିଁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କିନ୍ତୁ ମରୀୟମ ରୋଦନ କରୁ କରୁ ବାହାରେ ସମାଧି ନିକଟରେ ଠିଆ ହୋଇ ରହିଲେ; ପୁଣି, ରୋଦନ କରୁ କରୁ ସେ ନଇଁପଡ଼ି ସମାଧି ଭିତରକୁ ଚାହିଁ,

Gade chapit la Kopi

ଓଡିଆ ବାଇବେଲ

11 କିନ୍ତୁ ମରିୟମ ରୋଦନ କରୁ କରୁ ବାହାରେ ସମାଧି ନିକଟରେ ଠିଆ ହୋଇ ରହିଲେ; ପୁଣି, ରୋଦନ କରୁ କରୁ ସେ ନଇଁପଡ଼ି ସମାଧି ଭିତରକୁ ଚାହିଁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ବାହାରେ ମରିୟମ ଠିଆ ହୋଇ କାନ୍ଦିବାକୁ ଲାଗିଲେ। କାନ୍ଦି କାନ୍ଦି ସମାଧି ଭିତରକୁ ନଇଁ ପଡ଼ି ଦେଖିଲେ,

Gade chapit la Kopi

ପବିତ୍ର ବାଇବଲ

11 କିନ୍ତୁ ମରିୟମ କବର ବାହାରେ ଠିଆ ହୋଇ କାନ୍ଦୁଥିଲେ। ସେ କାନ୍ଦୁଥିବା ବେଳେ ନଇଁପଡ଼ି କବର ଭିତରକୁ ଗ୍ଭହିଁଲେ।

Gade chapit la Kopi




ଯୋହନ 20:11
2 Referans Kwoze  

ପୁଣି, ନଇଁପଡ଼ି ଭିତରକୁ ଚାହିଁ ସରୁ ସୂକ୍ଷ୍ମ ବସ୍ତ୍ର ପଡ଼ିଥିବା ଦେଖିଲେ, ତଥାପି ସେ ଭିତରେ ପଶିଲେ ନାହିଁ।


ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ।


Swiv nou:

Piblisite


Piblisite