ଯୋହନ 20:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ଥୁଆଯାଇଥିଲା, ସେଥିର ମୁଣ୍ତ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ। Gade chapit laଓଡିଆ ବାଇବେଲ12 ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ । Gade chapit laପବିତ୍ର ବାଇବଲ (CL) NT (BSI)12 ଶୁକ୍ଳ ବସ୍ତ୍ର ପିନ୍ଧିଥିବା ଦୁଇ ଜଣ ସ୍ୱର୍ଗଦୂତ ଯୀଶୁଙ୍କ ଶରୀର ଯେଉଁଠାରେ ରଖାଯାଇଥିଲା, ସେଠାରେ ବସିଥିଲେ- ଜଣେ ମୁଣ୍ଡ ଆଡ଼େ ଓ ଅନ୍ୟ ଜଣେ ପାଦ ପଟେ। Gade chapit laପବିତ୍ର ବାଇବଲ12 ସେ ଦୁଇଜଣ ସ୍ୱର୍ଗଦୂତଙ୍କୁ ଧଳା ଲୁଗା ପିନ୍ଧି ଯୀଶୁଙ୍କ ଶରୀର ଯେଉଁଠାରେ ଥିଲା, ତାହା ପାଖରେ ବସିବାର ଦେଖିଲେ। ଜଣେ ସ୍ୱର୍ଗଦୂତ ଯୀଶୁଙ୍କ ମୁଣ୍ଡ ରହିଥିବା ଜାଗାରେ ଓ ଅନ୍ୟ ଜଣେ ପାଦ ରହିଥିବା ଜାଗାରେ ବସିଥିଲେ। Gade chapit la |