ଯୋହନ 20:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେମାନେ ତାହାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)13 ସେମାନେ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ। Gade chapit laଓଡିଆ ବାଇବେଲ13 ସେମାନେ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)13 ସେମାନେ ପଚାରିଲେ, “କାନ୍ଦୁଛ କାହିଁକି ମାଁ?” ମରିୟମ ଉତ୍ତର ଦେଲେ, “ସେମାନେ ମୋ’ ପ୍ରଭୁଙ୍କୁ ନେଇ ଯାଇଛନ୍ତି। ମୁଁ ଜାଣେ ନାହିଁ, ତାଙ୍କୁ କେଉଁଠି ରଖିଛନ୍ତି।” Gade chapit laପବିତ୍ର ବାଇବଲ13 ସେମାନେ ମରିୟମଙ୍କୁ ପଗ୍ଭରିଲେ, “ହେ ନାରୀ, ତୁମ୍ଭେ କାହିଁକି କାନ୍ଦୁଛ?” ମରିୟମ ଉତ୍ତର ଦେଲେ, “ମୋର ପ୍ରଭୁଙ୍କ ଶରୀର କେତେକ ଲୋକ ନେଇଯାଇଛନ୍ତି। ସେମାନେ ତାହାଙ୍କୁ କେଉଁଠି ରଖିଛନ୍ତି, ତାହା ମୁଁ ଜାଣି ନାହିଁ।” Gade chapit la |