Biblia Todo Logo
Bib sou entènèt

- Piblisite -




ଯୋହନ 20:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେ ଏହା କହି ପଛକୁ ବୁଲିପଡ଼ି ଯୀଶୁଙ୍କୁ ଠିଆ ହୋଇଥିବା ଦେଖିଲେ, କିନ୍ତୁ ସେ ଯେ ଯୀଶୁ, ତାହା ଜାଣିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେ ଏହା କହି ପଛକୁ ବୁଲିପଡ଼ି ଯୀଶୁଙ୍କୁ ଠିଆ ହୋଇଥିବା ଦେଖିଲେ, କିନ୍ତୁ ସେ ଯେ ଯୀଶୁ, ତାହା ଜାଣିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

14 ସେ ଏହା କହି ପଛକୁ ବୁଲିପଡ଼ି ଯୀଶୁଙ୍କୁ ଠିଆ ହୋଇଥିବା ଦେଖିଲେ, କିନ୍ତୁ ସେ ଯେ ଯୀଶୁ, ତାହା ଜାଣିଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଏହା କହି ମରିୟମ ବୁଲିପଡ଼ି ଦେଖିଲେ, ତାଙ୍କ ପଛପଟେ ଯୀଶୁ ଠିଆ ହୋଇଛନ୍ତି। କିନ୍ତୁ ସେତେବେଳେ ସେ ତାଙ୍କୁ ଚିହ୍ନିପାରି ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ

14 ସେ ଏହା କହି ବୁଲି ପଡ଼ିଲେ। ସେ ଯୀଶୁଙ୍କୁ ସେଠାରେ ଠିଆ ହୋଇଥିବା ଦେଖିଲେ। କିନ୍ତୁ ମରିୟମ ତାହାଙ୍କୁ ଚିହ୍ନିଲେ ନାହିଁ।

Gade chapit la Kopi




ଯୋହନ 20:14
10 Referans Kwoze  

କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ।


କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ।


[ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍‌ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ।


ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ କରି କହିଲେ, “ତୁମ୍ଭମାନଙ୍କର ମଙ୍ଗଳ ହେଉ।” ତହୁଁ ସେମାନେ ନିକଟକୁ ଆସି ତାହାଙ୍କ ପାଦ ଧରି ତାହାଙ୍କୁ ପ୍ରଣାମ କଲେ।


ସେଥିରେ ସେମାନେ ତାହାଙ୍କ ଉପରକୁ ଫୋପାଡ଼ିବା ନିମନ୍ତେ ପଥର ଉଠାଇଲେ, କିନ୍ତୁ ଯୀଶୁ ଗୋପନରେ ମନ୍ଦିରରୁ ବାହାରିଗଲେ।


ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ।


ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ,


କିନ୍ତୁ ସେ ସେମାନଙ୍କ ମଧ୍ୟ ଦେଇ ଗମନ କରି ଚାଲିଗଲେ।


ମାତ୍ର ଯୋଷେଫ ଆପଣା ଭାଇମାନଙ୍କୁ ଚିହ୍ନିଲେ ହେଁ ସେମାନେ ତାଙ୍କୁ ଚିହ୍ନି ପାରିଲେ ନାହିଁ।


Swiv nou:

Piblisite


Piblisite