ଯୋହନ 20:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯୀଶୁ ତାହାଙ୍କୁ କହିଲେ, “ଗୋ ନାରୀ, କାହିଁକି ରୋଦନ କରୁଅଛ? କାହାର ଅନ୍ୱେଷଣ କରୁଅଛ?” ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି। Gade chapit laପବିତ୍ର ବାଇବଲ (Re-edited) - (BSI)15 ଯୀଶୁ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ? କାହାର ଅନ୍ଵେଷଣ କରୁଅଛ? ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି। Gade chapit laଓଡିଆ ବାଇବେଲ15 ଯୀଶୁ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ ? କାହାର ଅନ୍ୱେଷଣ କରୁଅଛ ? ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି । Gade chapit laପବିତ୍ର ବାଇବଲ (CL) NT (BSI)15 ଯୀଶୁ ପଚାରିଲେ, “ତୁମେ କାହିଁକି କାନ୍ଦୁଛ? କାହାକୁ ଖୋଜୁଛ?” ତାଙ୍କୁ ଉଦ୍ୟାନର ମାଳୀ ଭାବି ମରିୟମ କହିଲେ, “ତୁମେ ଯଦି ତାଙ୍କୁ ନେଇ ଯାଇଛ, କେଉଁଠି ରଖିଛ, ମୋତେ କୁହ, ମୁଁ ଯାଇ ତାଙ୍କୁ ନେଇ ଆସିବି।” Gade chapit laପବିତ୍ର ବାଇବଲ15 ଯୀଶୁ ତାହାଙ୍କୁ ପଗ୍ଭରିଲେ, “ହେ ନାରୀ, ତୁମ୍ଭେ କାହିଁକି କାନ୍ଦୁଛ? ତୁମ୍ଭେ କାହାକୁ ଖୋଜୁଛ?” ମରିୟମ ଭାବିଲେ, ଏହି ଲୋକ ହିଁ ବଗିଗ୍ଭର ଯତ୍ନ ନିଅନ୍ତି। ତେଣୁ ସେ ତାହାଙ୍କୁ କହିଲେ, “ମହାଶୟ ଆପଣ କ'ଣ ଯୀଶୁଙ୍କୁ ନେଇଯାଇଛନ୍ତି? ତାହାଙ୍କୁ ଆପଣ କେଉଁଠି ରଖିଛନ୍ତି? ମୋତେ କୁହନ୍ତୁ, ମୁଁ ଯାଇ ତାହାଙ୍କୁ ଘେନି ଆସିବି।” Gade chapit la |