ଯୋହନ 20:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯୀଶୁ ତାହାଙ୍କୁ କହିଲେ, “ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋହର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ‘ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ବର ଓ ତୁମ୍ଭମାନଙ୍କର ଈଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।’” Gade chapit laପବିତ୍ର ବାଇବଲ (Re-edited) - (BSI)17 ଯୀଶୁ ତାଙ୍କୁ କହିଲେ, ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ଵର ଓ ତୁମ୍ଭମାନଙ୍କର ଈଶ୍ଵରଙ୍କ ନିକଟକୁ ଆରୋହଣ କରୁଅଛି। Gade chapit laଓଡିଆ ବାଇବେଲ17 ଯୀଶୁ ତାଙ୍କୁ କହିଲେ, ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ୱର ଓ ତୁମ୍ଭମାନଙ୍କର ଈଶ୍ୱରଙ୍କ ନିକଟକୁ ଆରୋହଣ କରୁଅଛି । Gade chapit laପବିତ୍ର ବାଇବଲ (CL) NT (BSI)17 ଯୀଶୁ କହିଲେ, “ମୋତେ ଧରି ରଖିବାକୁ ଚେଷ୍ଟା କର ନାହିଁ, କାରଣ ମୁଁ ଏ ପର୍ଯ୍ୟନ୍ତ ମୋ’ ପିତାଙ୍କ ପାଖକୁ ଯାଇ ନାହିଁ। ମୋ’ ଭାଇମାନଙ୍କ ନିକଟକୁ ଯାଇ କୁହ, ମୋର ପିତା, ତୁମ୍ଭମାନଙ୍କର ପିତା, ମୋର ଈଶ୍ୱର ଓ ତୁମ୍ଭମାନଙ୍କ ଈଶ୍ୱରଙ୍କ ପାଖକୁ ମୁଁ ଯାଉଛି।” Gade chapit laପବିତ୍ର ବାଇବଲ17 ଯୀଶୁ ତାହାଙ୍କୁ କହିଲେ, “ମୋତେ ଧର ନାହିଁ। ମୁଁ ଏ ପର୍ଯ୍ୟନ୍ତ ପରମପିତାଙ୍କ ପାଖକୁ ଯାଇ ନାହିଁ। କିନ୍ତୁ ତୁମ୍ଭେ ଯାଇ ମୋର ଭାଇମାନଙ୍କୁ କୁହ ଯେ, ମୁଁ ମୋର ଓ ତୁମ୍ଭର ପରମପିତାଙ୍କ ପାଖକୁ ଫେରିଯାଉଛି। ମୁଁ ମୋର ଓ ତୁମ୍ଭର ପରମେଶ୍ୱରଙ୍କ ପାଖକୁ ଯାଉଅଛି।” Gade chapit la |