Biblia Todo Logo
Bib sou entènèt

- Piblisite -




ଯୋହନ 20:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମଗ୍‌ଦଲୀନୀ ମରୀୟମ ଯାଇ, ମୁଁ ପ୍ରଭୁଙ୍କୁ ଦେଖିଅଛି, ଆଉ ସେ ମୋତେ ଏହିସବୁ କହିଅଛନ୍ତି ବୋଲି ଶିଷ୍ୟମାନଙ୍କୁ ସମ୍ବାଦ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ମଗ୍ଦଲୀନୀ ମରୀୟମ ଯାଇ, ମୁଁ ପ୍ରଭୁଙ୍କୁ ଦେଖିଅଛି, ଆଉ ସେ ମୋତେ ଏହିସବୁ କହିଅଛନ୍ତି ବୋଲି ଶିଷ୍ୟମାନଙ୍କୁ ସମ୍ଵାଦ ଦେଲେ।

Gade chapit la Kopi

ଓଡିଆ ବାଇବେଲ

18 ମଗ୍‍ଦଲୀନୀ ମରିୟମ ଯାଇ, ମୁଁ ପ୍ରଭୁଙ୍କୁ ଦେଖିଅଛି, ଆଉ ସେ ମୋତେ ଏହି ସବୁ କହିଅଛନ୍ତି ବୋଲି ଶିଷ୍ୟମାନଙ୍କୁ ସମ୍ବାଦ ଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଯୀଶୁ କିପରି ତାଙ୍କୁ ଦର୍ଶନ ଦେଇଥିଲେ ଓ କ’ଣ କ’ଣ କହିଥିଲେ, ମଗ୍ଦଲିନୀ ମରିୟମ ଯାଇ ସମସ୍ତ କଥା ଶିଷ୍ୟମାନଙ୍କୁ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ

18 ମ‌‌‌‌‌ଗ୍‌ଦଲୀନୀ ମରିୟମ ଶିଷ୍ୟମାନଙ୍କ ପାଖକୁ ଗଲେ ଓ ସେମାନଙ୍କୁ କହିଲେ, “ମୁଁ ପ୍ରଭୁଙ୍କୁ ଦେଖିଲି।” ସେ ସେମାନଙ୍କୁ ଯୀଶୁ କରିଥିବା କଥା ଶୁଣାଇଲେ।

Gade chapit la Kopi




ଯୋହନ 20:18
7 Referans Kwoze  

ଏମାନେ ମଗ୍‌ଦଲୀନୀ ମରୀୟମ, ଯୋହାନା, ଯାକୁବଙ୍କ ମାତା ମରୀୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହିସବୁ ବିଷୟ ଜଣାଇଲେ।


ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଭୟ କର ନାହିଁ, ତୁମ୍ଭେମାନେ ଯାଇ ମୋହର ଭାଇମାନଙ୍କୁ ଜଣାଅ, ସେମାନେ ଗାଲିଲୀକୁ ଯାଆନ୍ତୁ; ସେଠାରେ ସେମାନେ ମୋହର ଦର୍ଶନ ପାଇବେ।”


ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍‌ଦଲୀନୀ ମରୀୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ।


ସେମାନଙ୍କ ମଧ୍ୟରେ ମଗ୍‌ଦଲୀନୀ ମରୀୟମ, ଯାକୁବ ଓ ଯୋଷେଫଙ୍କ ମାତା ମରୀୟମ, ପୁଣି, ଜେବଦୀଙ୍କ ପୁତ୍ରମାନଙ୍କ ମାତା ଥିଲେ।


କିନ୍ତୁ ଯୀଶୁଙ୍କ କ୍ରୁଶ ନିକଟରେ ତାହାଙ୍କ ମାତା, ତାହାଙ୍କ ମାତାଙ୍କ ଭଉଣୀ, କ୍ଳୋପାଙ୍କ ସ୍ତ୍ରୀ ମରୀୟମ ଓ ମଗ୍‌ଦଲୀନୀ ମରୀୟମ ଠିଆ ହୋଇଥିଲେ।


Swiv nou:

Piblisite


Piblisite